ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଙ୍କ ଦ୍ଵାର ନୂତନ ଖାଉଟି କାର୍ଡ ବଣ୍ଟନ
ଭବାନୀପାଟଣା(ହିମାଂଶୁ ତ୍ରିପାଠୀ ):କଳାହାଣ୍ଡି ଜିଲ୍ଲା ସ୍ତରୀୟ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଜିଲ୍ଲାପରିଷଦ କଳାହାଣ୍ଡି ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ…