ମିଳିତ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଷାନ ମୋର୍ଚ୍ଚାର ବିକ୍ଷୋଭ
ଢେଙ୍କାନାଳ: ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ, ସ୍ୱାଧୀନ ଫେଡେରେସନ୍ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ଢେଙ୍କାନାଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସ୍ଥାନୀୟ ଟାଉନ୍ହଲ୍ଠାରୁ ଏକ ଶୋଭାଯାତ୍ରା ବାହାରି ବିଭିନ୍ନ ସ୍ଲୋଗାନ୍ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…