କିଶୋରୀ ବାଳିକାଙ୍କ ସଚେତନତାମୂଳକ ତାଲିମ ଅନୁଷ୍ଠିତ
ଢେଙ୍କାନାଳ,୨୩ା୯ (ନି.ପ୍ର) : ଭାପୁରସ୍ଥିତ ଭଳେଶ୍ୱର ଧଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ହାଇସ୍କୁଲ ପରିସରରେ କିଶୋରୀ ବାଳିକାମାନଙ୍କ ପାଇଁ ଏକ ସଚେତନତାମୂଳକ ତାଲିମ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି।
ଲୋକ ବିକାଶ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡିସିପିଓ ଅନୁରାଧା…