ନୀତି ଆୟୋଗ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା
ଢେଙ୍କାନାଳ, ୧୨ ।୧୦ (ନି.ପ୍ର) : ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନସ୍ଥ ଆର୍ଥିକ ସେବା ବିଭାଗର ଯୁଗ୍ମ ସଚିବ ତଥା ଢେଙ୍କାନାଳ ଜିଲ୍ଲାର କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ସୁଶ୍ରୀ ଶାଳିନୀ ପଣ୍ଡିତ, ଆଇଏଏସ୍, ଆଜି ଢେଙ୍କାନାଳ ଜିଲ୍ଲା ଗସ୍ତ କରି ନୀତି ଆୟୋଗଙ୍କ ଆକାଂକ୍ଷୀ ଜିଲ୍ଲା ଓ…