Take a fresh look at your lifestyle.

ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ରେ ବିବେକାନନ୍ଦ ଜୟନ୍ତୀ ପାଳନ

0 53

Get real time updates directly on you device, subscribe now.

ଭୁବନ : ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ରେ ସ୍ୱାମୀ ବିବେକାନନ୍ଦ ଙ୍କ ଜୟନ୍ତୀ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଅଜିତ କୁମାର ବେହେରା ମହାବିଦ୍ୟାଳୟ ପରିସରରେ ଥିବା ବିବେକାନନ୍ଦ ଙ୍କ ପ୍ରତିମୂର୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ କରି ଛାତ୍ରଛାତ୍ରୀ ମାନେ ବିବେକାନନ୍ଦ ଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବାକୁ ଆହ୍ୱାନ ଦେଇଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ସୁକାନ୍ତ କୁମାର ସାହୁ , ଅଧ୍ୟାପକ ହିମାଂଶୁ ଶେଖର ମିଶ୍ର ଙ୍କ ସମେତ ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ବେହେରା, ଗ୍ରନ୍ଥାଗାରିକ ନନ୍ଦ କିଶୋର ଧୀର , ଡୋମେନଷ୍ଟ୍ରେଟର ରାମଚନ୍ଦ୍ର ରାଉତ , ପ୍ରଭାତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.