ଭୂଷଳ ଗ୍ରାମରେ ଅଷ୍ଟପ୍ରହର ନାମଯଜ୍ଞ
ଭୁବନ: ଭୁବନ ବ୍ଲକ ଭୁଷଳ ଗ୍ରାମର ଲୋକନାଥେଶ୍ୱର ଶିବ ମନ୍ଦିର ଠାରେ ମାଘ ସପ୍ତମୀ ଅବସରରେ ତିନି ଦିନ ବ୍ୟାପୀ ଅଷ୍ଟପ୍ରହର ନାମ ସଂକୀର୍ତନ ଗ୍ରାମବାସୀ ଓ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।
ଶ୍ରୀପଂଚମୀ ଦିନ ଶୁଭ ଅଧିବାସ ଓ କଳସ ସ୍ଥାପନ, ଷଷ୍ଠୀ ଦିନ ନାମଯଜ୍ଞ, ସପ୍ତମୀ…