ଷଡଙ୍ଗି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ମହାପ୍ରୟାଣ ଦିବସ ପାଳନ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ରେ ଆଜି ଭର୍ଚୁଆଲ ମୋଡ଼ ରେ ମହାପ୍ରୟାଣ ଦିବସ ବିଦ୍ୟାଳୟ ଅନୁଷ୍ଠିତ ହୋଇଯାଇଅଛି।
ବିଦ୍ୟାଳୟ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକ୍ରୁତିବନ୍ଧୁ ହରିହର ସାହୁ ଙ୍କ…