ସର୍ବ ଭାରତୀୟ ଦେବେନ୍ଦ୍ର ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ , ଭୁବନକୁ ଟାଇଟଲ
ଭୁବନ :ଢେଙ୍କାନାଳ ଜିଲ୍ଲା ଭୁବନ ମିନି ଷ୍ଟାଡିୟମ ଠାରେ ଚାଲିଥିବା ୩୦ ତମ ସର୍ବ ଭାରତୀୟ ଦେବେନ୍ଦ୍ର ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ରବିବାର ଫାଇନାଲ ମ୍ୟାଚ ରବିବାରେତାଳଚେର ଫ୍ରେଣ୍ଡସ୍ କ୍ରିକେଟ କ୍ଲବକୁ ହରାଇ ଭୁବନ କ୍ରିକେଟ କ୍ଲଵ ଟାଇଟଲ ହାସଲ କରିଛନ୍ତି । ଟସ ଜିଣି ଭୁବନ ତାଳଚେର…