ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଚେସ୍ ପ୍ରତିଯୋଗିତା
ଢେଙ୍କାନାଳ: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସଭାଗୃହରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଚେସ୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ବିନିତା ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ ।
ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା…