କ୍ରୀଡ଼ା ସାମ୍ବାଦିକ କରୋନା ପଜିଟିଭ୍
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ କନିଷ୍ଠ ପୁରୁଷ ହକି ବିଶ୍ବକପ୍ ଅବସରରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଜଣକ ଓଡ଼ିଶା ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ସାମାଜିକ ଗଣମାଧ୍ୟମରେ କାର୍ଯ୍ୟରତ ଜଣେ କର୍ମଚାରୀ ବୋଲି…