ଓଡିଆ ବିଭାଗରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ
ଯୋରନ୍ଦା : ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟର ଓଡିଆ ବିଭାଗରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ଏବଂ ଚଳିତ ବର୍ଷର ପ୍ରଥମ ସମ୍ପାନ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ଇତିହାସ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ପ୍ରଦୀପ୍ତ କୁମାର ଦାସଙ୍କ ସଭାପତିତ୍ଵରେ ଆୟୋଜିତ ହୋଇଯାଇଅଛି…