ଅପୂର୍ବ ରଞ୍ଜନ ଭୁବନ ଏନ୍ ଏ ସି ର ନୂଆ ନିର୍ବାହୀ ଅଧିକାରୀ
ଭୁବନ : ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ନୂତନ ନିର୍ବାହୀ ଅଧିକାରୀ ଭାବେ ଅପୂର୍ବ ରଞ୍ଜନ ଆଏଚ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି ।
ଶ୍ରୀଯୁକ୍ତ ଆଏଚ ଏହା ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା କୁସୁମୀ ତହସିଲ ରେ ଅତିରିକ୍ତ ତହସିଲଦାର ଭାବେ ବେଶ୍ ଦକ୍ଷତାର ସହ କାର୍ଯ୍ୟ କରି ଉଚ୍ଚ ପ୍ରଶଂସିତ…