ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ସେ କହିଛନ୍ତି ଯେ ଶ୍ରୀ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।…