ଜିଲ୍ଲା ପରିଷଦ ସମୀକ୍ଷା ବୈଠକ ଅନୁଷ୍ଠିତ
ଢେଙ୍କାନାଳ : ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l
ଏହି ବୈଠକରେ ଜିଲ୍ଲାର ସମସ୍ତ 5T ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ, ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ…