ଗୋଟିଏ ରଥରେ ଗଲେ ତିନି ଠାକୁର
ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ବଣସିଂହ ଠାରେ ରଥଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହୋଇଯାଇଛି । ଗୋଟିଏ ରଥରେ ବଡ ଠାକୁର ଜଗନ୍ନାଥ, ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ ଭାଇ ବଳଭଦ୍ର ଏକତ୍ର ଯାତ୍ରା କରିଛନ୍ତି ।
ବଣସିଂହର ଆରାଧ୍ୟ ଦେବତା ପ୍ରଭୁ ଦଧିବାମନଜୀଉଙ୍କ ମନ୍ଦିର ରୁ ତିନି…