ଜିଲ୍ଲା ସ୍ତରୀୟ ବିଶ୍ୱ ରେଡ୍କ୍ରସ ଦିବସ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣିଙ୍କ ଆହ୍ୱାନ କ୍ରମେ ଜିଲ୍ଲା ସ୍ତରୀୟ ବିଶ୍ୱ ରେଡ୍କ୍ରସ ଦିବସ ମହାସମାରୋହରେ ପାଳନ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜୁନିୟର ରେଡ୍କ୍ରସ୍ର…