ପଙ୍ଗାତିରା-ଗଡ଼ପଳାଶୁଣି ରାସ୍ତା ପାଲଟିଛି ମରଣାଯନ୍ତା
କଙ୍କଡାହାଡ଼ : କଙ୍କଡାହାଡ଼ ବ୍ଲକ ପଙ୍ଗାତିରା-ଗଡ଼ପଳାଶୁଣି ରାସ୍ତା ରେ ବର୍ଷା ଦିନରେ ଯାତାୟାତ କରିବା ସମ୍ଭବ ହୁଏ ନାହିଁ ।ଏହି ରାସ୍ତାରେ ଅନେକ ଜାଗାରେ ଖାଲ ଖମା ହେଇଥିବାରୁ ବର୍ଷା ଦିନରେ ରାସ୍ତା ମଝିରେ ପାଣି ଭର୍ତ୍ତି ହେଇ ଯାଉଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଥାଏ ।
ରାସ୍ତାଟି…