Take a fresh look at your lifestyle.
Browsing Category

ଜିଲ୍ଲା ଖବର

ପାଚିକା ସହାୟିକା ସଂଘର ବୈଠକ

ଢେଙ୍କାନାଳ : ସ୍ଥାନୀୟ ଯାଉଁଳୀ ପୋଖରୀ ମଠ ପ୍ରାଙ୍ଗଣରେ ନିଖିଳ ଓଡିଶା ଏମ୍.ଡି.ଏମ୍. ପାଚିକା ସହାୟିକା ସଂଘର ବୈଠକ ରବି ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ସଂପାଦିକା ଭାରତୀ ଦାସ କାର୍ଯ୍ୟକ୍ରମ ଉପସ୍ଥାପନା କରିଥିଲେ । ଗତ ତା.୦୯.୦୮.୨୦୨୩ରିଖରେ ହୋଇଯାଇଥିବା ଆନ୍ଦୋଳନର ସମୀକ୍ଷା…

କାଳୀୟ ଦଳନ ଏକାଦଶୀ ନିତି ପାଳିତ

ଢେଙ୍କାନାଳ : କୈବଲ୍ୟ ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଆଜି କାଳୀୟ ଦଳନ ଏକାଦଶୀ ନିତି ପାଳିତ ହୋଇଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ବସ୍ତ୍ର ବିଭିନ୍ନ ଫୁଲହାର ତୁଳସୀ ହାର ଲାଗି କରାଯାଇଥିଲା। ବଲ୍ଲଭ ଭୋଗ ଲାଗି କରାଯାଇଥିଲା।୧୦ଟା ବେଳେ ଖେଚେଡ଼ି ଭୋଗ ମଧ୍ୟାହ୍ନ…

ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ଢେଙ୍କାନାଳ : ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ଦିନ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଏ.ଡି.ଇ.ଓ. ସସ୍ମିତା ସାହୁ, ମୁଖ୍ୟ…

ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦି ଓଟିଡିସି ହଲ ଠାରେ ଆସନ୍ତା ୧୬ତାରିଖ ଦିନ ଏକ ସ୍ୱଚ୍ଛ।କ୍ରୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ମହିମା ଧର୍ମଧାମ ବିକାଶ ପରିଷଦ, ଯୋରନ୍ଦା ଆନୁକୂଲ୍ୟରେ ଏହି ଶିବିର ପରିଚାଳିତ ହେବ । ସେଥିପାଇଁ ଆଜି ଯୋରନ୍ଦା ଶିବମନ୍ଦିର ଠାରେ ଆଜି…

ମୋ ପ୍ରତିଭା ମୋ ପରିଚୟ ପ୍ରତିଯୋଗିତା ଅନୁଷ୍ଠିତ

ଢେଙ୍କାନାଳ: ଗଁଦିଆ ବ୍ଲକ କାର୍ଯ୍ୟାଳୟ ସଭାଗୃହ ପରିସରରେ ମୋ ଢେଙ୍କାନାଳ ଚ୍ୟାନେଲ ପକ୍ଷରୁ ୫ମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଗୁରୁଦେବଜୀ ଫାଉଣ୍ଡେସନ ତରଫରୁ ଗଁଦିଆ ବ୍ଲକ ନିମନ୍ତେ ବ୍ଲକ ସ୍ତରୀୟ ମୋ ଢେଙ୍କାନାଳ ମହୋତ୍ସବ ଓ ମୋ ପ୍ରତିଭା ମୋ ପରିଚୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…

 ଚକ୍ରାନ୍ତ ଚଳାଇଛନ୍ତି କେନ୍ଦ୍ର ଏବଂ ରାଜ୍ୟ ସରକାର -ଆମ୍ ଅଦମୀ ପାର୍ଟି

ଢ଼େଙ୍କାନାଳ : ଜିଲ୍ଲାରେ ଆମ୍ ଆଦମୀ ପାର୍ଟିର ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି, ରୋଜଗାର, କୃଷିର ବିକାଶ ପାଇଁ ରାଜନୀତି ଆରମ୍ଭ ହୋଇଯାଇଛି l ରାଜ୍ୟ ସଭାପତି ଶ୍ରୀ ନିଶିକାନ୍ତ ମହାପାତ୍ର ତିନି ଦିନ ଢ଼େଙ୍କାନାଳ ନିର୍ବାଚନ ମଣ୍ଡଳୀ ଗସ୍ତ ଶେଷ କରି ଭୁବନେଶ୍ୱର ଫେରିଛନ୍ତି l ପ୍ରଥମ ଦିନ…

ସୁର୍ଯ୍ୟ ପାତ୍ରଙ୍କ ସ୍ମୃତିଚାରଣ ଜିଲ୍ଲା ବିଜେଡି

ଢ଼େଙ୍କାନାଳ : ପୁର୍ବତନ ବାଚସ୍ପତି ଓ ପୁର୍ବତନ ମନ୍ତ୍ରୀ ତଥା ଦିଗପହଣ୍ଡି ବିଧାୟକ ସୁର୍ଯ୍ୟନାରାୟଣ ପାତ୍ରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ବିଜୁ ଜନତା ଦଲ ଜିଲ୍ଲା ସଭାପତି ଡ ନୃସିଂହ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତିଚାରଣ ଓ ଶୋକସଭା ବିଜୁ…

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଛାତ୍ର ଛାତ୍ରୀ

ଅନୁଗୋଳ : ୫୫ ନମ୍ବର ଜାତୀୟ ରାଜପଥର ବନାଇପାଳ ଛକରେ ଦୀର୍ଘ ୭ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସ୍ଥାନୀୟ ଅଞ୍ଚଳର ଛାତ୍ର ଛାତ୍ରୀ ମାନେ ଜାତୀୟ ରାଜପଥ ଅବରୋଧ କରି ଆନ୍ଦୋଳନ ଜାରି ରଖିଛନ୍ତି | ଫଳରେ ରାସ୍ତାର ଉଭୟ ପାର୍ଶ୍ଵରେ ହଜାର ହଜାର ସଂଖ୍ୟାରେ ଗାଡି ଛିଡା ହୋଇ ରହିବା ସହ ଯାତାୟାତ ବନ୍ଦ ହୋଇ…

ଶିକ୍ଷା ଆମକୁ ଅନ୍ଧାର ରୁ ଆଲୋକ ଦେଖାଇ ଥାଏ

ଢେଙ୍କାନାଳ : ଢେଙ୍କାନାଳ କଲେଜ ପଡା ୨ ନମ୍ବର ୱାର୍ଡରେ ଅବସ୍ଥିତ ଡଃ ଦାଶରଥି ମିଶ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ଆୟୋଜିତ ସଭା ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜନା ମିଶ୍ର ପୌରୋହିତ୍ୟ କରି…

୧୭ ରୁ ୨୭ ବାଣିଜ୍ୟ ମେଳା,୨୭ ରେ ମିଳିତ ଭସାଣି

ଭୁବନ : ଭୁବନରେ ଦ୍ଵିତୀୟ ଦଶହରା ର ମାନ୍ୟତା ପାଇଥିବା ପ୍ରସିଦ୍ଧ ଗଣେଶ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନ ଏନ୍ ଏ ସି ସଭାଗୃହରେ କାମାକ୍ଷା ନଗର ଉପ ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ,…