Take a fresh look at your lifestyle.
Browsing Category

ଜିଲ୍ଲା ଖବର

ଓଡାପଡା ନୂତନ ଗୋଷ୍ଠୀ କୃଷି ଅଧିକାରୀଙ୍କ ଯୋଗଦାନ

ଓଡାପଡା : ଓଡାପଡା ବ୍ଲକ ଗୋଷ୍ଠୀ କୃଷି ଅଧିକାରୀ ଭାବେ ମୃତ୍ୟୁଞ୍ଜୟ ମହାରଣା ନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି l ଏହି ଅବସରରେ ଓଡାପଡା କୃଷି କର୍ମଚାରୀ ସଙ୍ଘ ସଭାପତି ବିନୋଦିନୀ ସାହୁଙ୍କ ସଭାପତିତ୍ୱରେ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ଵକ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ…

ସରସ୍ଵତୀ ଶିଶୁବିଦ୍ୟାମନ୍ଦିରରେ ଗୁରୁଦିବସ ପାଳନ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ଚାଉଳିଆ ଖମାର ସରସ୍ଵତୀ ଶିଶୁବିଦ୍ୟାମନ୍ଦିରରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଶିଶୁ ମାନଙ୍କଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସଭାପତି ପ୍ରେମାନନ୍ଦ ରାଉତ, ଉପସଭାପତି ବୈକୁଣ୍ଠ ବିହାରୀ ସ୍ବାଇଁ,ସମ୍ପାଦକ ପତିତପାବନ…

ଯୋରନ୍ଦା ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ଯୋରନ୍ଦା : ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଆଜି ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ମୂଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ମନୋଜ ମଞ୍ଜରୀ ଲେଙ୍କା ଯୋଗ ଦେଇ ପ୍ରଦ୍ୱପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ…

‘ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩’ ପ୍ରଦାନ କଲେ ମାନ୍ୟବର ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର : ପ୍ରତ୍ୟେକ ପିଲାଙ୍କ ମଧ୍ୟରେ ଥିବା ବିଶେଷ କ୍ଷମତାକୁ ଜାଣିବା ଏବଂ ପିଲାଙ୍କର ସେହି କ୍ଷମତାକୁ ବିକଶିତ କରିବାରେ ସାହାଯ୍ୟ କରିବା ଶିକ୍ଷକ ଏବଂ ଅଭିଭାବକଙ୍କ କର୍ତ୍ତବ୍ୟ ଅଟେ । ପିଲାଙ୍କୁ ସାହାଯ୍ୟ କରିବା ପାଇଁ ଶିକ୍ଷକଙ୍କ ମଧ୍ୟରେ ସମ୍ବେଦନଶୀଳତା ଥିବା ଜରୁରୀ ବୋଲି…

ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଜନ୍ମାଷ୍ଟମୀ ନିତି ପାଳିତ

ଢେଙ୍କାନାଳ : ଢେଙ୍କାନାଳ କୈବଲ୍ୟ ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଆଜି ଜନ୍ମାଷ୍ଟମୀ ନିତି ପାଳିତ ହୋଇଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି ସ୍ନାନ ବସ୍ତ୍ର ବିଭିନ୍ନ ଫୁଲହାର ତୁଳସୀ ହାର ବଲ୍ଲଭ ଭୋଗ ଲାଗି କରାଯାଇଥିଲା। ୧୦ଟା ବେଳେ ଖେଚେଡ଼ି ଭୋଗ, ମଧ୍ୟାହ୍ନ ରେ ଅନ୍ନ ଧୂପ,…

ଯଦୁପତି ବିହାର ରେ ଥିବା ରାଧାକୃଷ୍ଣ ମନ୍ଦିର ରେ ଜନ୍ମାଷ୍ଟମୀ

ଢେଙ୍କାନାଳ : ଢେଙ୍କାନାଳ ଦେଉଳସାହି ସ୍ଥିତ ଯଦୁପତି ବିହାର ରେ ଥିବା ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଜନ୍ମାଷ୍ଟମୀ ରେ ମନ୍ଦିର ରେ ଦିନ ତମାମ ଭିଡ ଲାଗି ରହିଛି I ମନ୍ଦିର ରେ ପ୍ରାତଃ ରୁ ମଙ୍ଗଳ ଆଳତି ଓ ମହାସ୍ନାନ କରାଯାଇ ନୂତନ ବସ୍ତ୍ର ରେ ଜୀଉ ଙ୍କୁ ସଜ୍ଜିତ କରଯାଇଥିଲା I ବିଭିନ୍ନ ଫୁଲ…

“ସିଡ଼ି” ବତାଇଲା ଗଣତନ୍ତ୍ରରେ ଗଣଙ୍କର ଭୂମିକା

ଢେଙ୍କାନାଳ : ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନାଟକ କ୍ଷେତ୍ରରେ ଉକ୍ରର୍ଷତା ପ୍ରତିପାଦିତ କରିଥିବା ନାଟ୍ୟାନୁଷ୍ଠାନ ଅଲଟରନେଟିଭ୍ ରିଦମ୍ ଥିଏଟର୍ର ଦଶମ ସ୍ୱନକ୍ଷତ୍ର ଦିବସ ମଙ୍ଗଳବାର ସହରସ୍ଥିତ ଗୋପବନ୍ଧୁ ଟାଉନହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନର ଛାତ୍ରଛାତ୍ରୀ…

ସମାଜ ସେବୀଙ୍କ ପ୍ଲାଜମା ଦାନ

ଢେଙ୍କାନାଳ : ଢେଙ୍କାନାଳ ସହରର ମୀନା ବଜାର କୁମ୍ଭାର ସାହି ସ୍ଥିତ ରାଇଜିଂ ଷ୍ଟାର କ୍ଳବ୍ ଅଧ୍ୟକ୍ଷ ରଶ୍ମିରଞ୍ଜନ ପାଢ଼ୀ ଭୁବନେଶ୍ୱର ସ୍ଥିତ ଏମ୍ସ୍ରେ ଜଣେ ରକ୍ତ ହିନ ରୋଗୀଙ୍କୁ ପ୍ଲାଜମା ଦାନ କରି ମହାନତାର ପରିଚୟ ସୃଷ୍ଟି କରିଛନ୍ତି । ପୂର୍ବରୁ ଶ୍ରୀ ପାଢ଼ୀ କ୍ଳବ୍ ମାଧ୍ୟମରେ ଅନେକ ଥର…

ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ

ଢେଙ୍କାନାଳ : ଢେଙ୍କାନାଳ ସହର ସ୍ଥିତ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପବିତ୍ର ଗୁରୁ ଦିବସ ଉତ୍ସବଟି ମହାସମାରୋହରେ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବଟିକୁ ବିଦ୍ୟାଳୟ ର ଛାତ୍ରଛାତ୍ରୀମାନଙ୍କ ତରଫରୁ ଆୟୋଜନ କରାଯାଇଥିଲା। ପ୍ରାରମ୍ଭରେ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଶିକ୍ଷକ…

ବଣସିଂହ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପବିତ୍ର ଗୁରୁ ଦିବସରେ ଗୁରୁ ପୂଜନ ଉତ୍ସବ ପାଳିତ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ସ୍ଥିତ ବଣସିଂହ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ପୁରାତନ ଛାତ୍ର ସଂଘ ତରଫରୁ ଆୟୋଜିତ ଗୁରୁପୂଜନ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସୁଲେଖା ରାଉତ ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ସଭା ରେ ଜିଲା…