Browsing Category
ଜିଲ୍ଲା ଖବର
କନ୍ତିଓ ପୁଟ ସାହି ବାଲି ଘାଟରେ ୨ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
ଢ଼େଙ୍କାନାଳ: ଜିଲ୍ଲା କାମାକ୍ଷାନଗର ଉପଖଣ୍ଡର ତୁମୁସିଙ୍ଗା ଥାନା ଅନ୍ତର୍ଗତ କନ୍ତିଓ ପୁଟ ସାହି ବାଲି ଘାଟରେ ବାଲି ଚାଲାଣ କରିବାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକ କୁ ପୋଲିସ ଗିରଫ କରିଛନ୍ତି, ତାଙ୍କ ଠାରୁ ଗୋଟିଏ ପିସ୍ଥଲ୍ ଓ ୩ ରାଉଣ୍ଡ ଜୀବନ୍ତ…
ଢେଙ୍କାନାଳ କଲେଜରେ ସ୍ୱତନ୍ତ୍ର ଶିବିର ଉଦ୍ୟାପିତ
ଢେଙ୍କାନାଳ : ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଆନୁଷ୍ଠାନିକ ଶିକ୍ଷା କିମ୍ବା ନିୟମିତ ନିଯୁକ୍ତିରେ ନଥିବା ୧୫ ରୁ ୨୯ ବର୍ଷ ଯୁବକମାନଙ୍କ ଉଦେ୍ଦଶ୍ୟରେ ଏକ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ କୁମାର…
ଭିନ୍ନକ୍ଷମଙ୍କ ସହାୟତା ଓ ସଚେତନତା ଶିବିର
ଢେଙ୍କାନାଳ :ଢେଙ୍କାନାଳ ପୁରୁଣା ଚିକିତ୍ସାଳୟରେ ପରିସରରେ ଐରା ସ୍ୱେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିିତ ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଏକ ଭିନ୍ନକ୍ଷମ ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିର ପ୍ରାରମ୍ଭରେ ସ୍ୱାଗତ ସଙ୍ଗୀତ ଗାନ ପରେ ଅନୁଷ୍ଠାନର…
ଶ୍ରୀ ଶନିଦେବଙ୍କ ୧୩ତମ ଜନ୍ମବାର୍ଷିକ
ଢେଙ୍କାନାଳ : ଢେଙ୍କାନାଳ ସହର ମାଣ୍ଡବାସାହି ଟାଉନ୍ପ୍ଲାନିଂ ଛକ ଠାରେ ଶ୍ରୀଶ୍ରୀ ଶନିଶ୍ଚରଦେବଙ୍କ ୧୩ତମ ଜନ୍ମବାର୍ଷିକ ଉତ୍ସବର ପୂର୍ଣ୍ଣାହୁତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।୨୭/୦୪ରେ ଶନିଶ୍ଚର ଦେବଙ୍କ ଘଟ ସ୍ଥାପନ ଓ କଳସଯାତ୍ରା ଅନୁଷ୍ଠିତ ହୋଇଥିଲା। ୨୮ ତାରିଖ ଶୁକ୍ରବାର…
ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ ବୈଶାଖୀ ଆସର ଅନୁଷ୍ଠିତ
କୋଣାର୍କ: କୋଣାର୍କର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଓ ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ କୋଣାର୍କ ନାଟ୍ୟ ମଣ୍ଡପ ପରିସରେ ମହା ବିଷୁବ ପଣା ସଂକ୍ରାନ୍ତି, ବୈଶାଖୀ ଆସର ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ମହାମଞ୍ଚର ଆବାହକ ଉମେଶ ଚନ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଶାଖୀ…
ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ନେଇ ୩୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ
ଓଡ଼ାପଡ଼ା ବ୍ଲକର୨୮ଟିପଞ୍ଚାୟତର ୩୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ
ଜାତୀୟସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ଓଡିଶା ଟିମକୁ ୧ସ୍ୱର୍ଣ୍ଣ ଓ ୩ ରୋୖପ୍ୟ ପଦକ
ଢେଙ୍କାନାଳ: ଜାତୀୟସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ଢେଙ୍କାନାଳ ପ୍ରତିଯୋଗୀଙ୍କ ସଫଳତା, କୃତି ପ୍ରତିଯୋଗୀଙ୍କୁ ଜିଲ୍ଲାପାଳ ଜଣାଇଲେ ଶୁଭେଚ୍ଛା । ।ମହାରାଷ୍ଟ୍ରର ପୁନେ ସହର ସ୍ଥିତ ନିୟୁ ପ୍ରଭୁ ଶ୍ରୀଲର୍ନ ପରିସରରେ ଭାରତର ବିଭିନ୍ନ ତାଇକୋଣ୍ଡୋ ଏକାଡେମୀ, ଆସୋସିଏସନ ଓ କ୍ଲବର ମିଳିତ…
ହିରୋ XOOM ସ୍କୁଟର ବଜାର ପ୍ରବେଶ
ଢେଙ୍କାନାଳ: ହିରୋ ମୋଟୋକର୍ପ ର ଅଧିକୃତ ବିକ୍ରେତା ସୋମ ଅଟୋରେ ହିରୋ XOOM ସ୍କୁଟର ର ବଜାର ପ୍ରବେଶ ମହାସମାରୋହରେ ଅନୁଷ୍ଠିତ ହୋଯାଇଅଛି। ସ୍ଥାନୀୟ AXIS BANK ର ବରିଷ୍ଟ ଶାଖା ପ୍ରବନ୍ଧକ ଶ୍ରୀଯୁକ୍ତ କାର୍ତ୍ତିକ ଚନ୍ଦ୍ର ସାହୁ କେକ୍ କାଟି ଏହାର ଶୁଭ ଉଦଘାଟନ କରିଥିଲେ।
110CC ବିଶିଷ୍ଟ…
ଭୁବନ ସରସ୍ୱତୀଶିଶୁବିଦ୍ୟାମନ୍ଦିର ର ୩୩ ତମବାର୍ଷିକଉତ୍ସବ
ଭୁବନ : ଭୁବନ ସହର ଉପକଣ୍ଠସ୍ଥ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ର ୩୩ ତମ ବାର୍ଷିକଉତ୍ସବ ମହାସମାରୋହରେ ଅନୁଷ୍ଠିତହୋଇଯାଇଛି । ପରିଚାଳନା କମିଟି ସଭାପତି ପ୍ରଭାତକୁମାର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଢେଙ୍କାନାଳ ସାଂସଦ ମହେଶ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱଳ୍ପ…
ରିଜର୍ଭ ବ୍ୟାଙ୍କ୍ ପକ୍ଷରୁ ଛାତ୍ରୀଙ୍କ ନିଯୁକ୍ତି ନିମନ୍ତେ ସଚେତନତା
ଢେଙ୍କାନାଳ : ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଆଇକ୍ୟୁଏସି ସେଲ୍ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଓଡିଶା ଶାଖା ତରଫରୁ ଛାତ୍ରୀମାନଙ୍କ ପାଇଁ ରିଜର୍ଭ ବ୍ୟାଙ୍କ୍ରେ ନିଯୁକ୍ତି ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର…