Browsing Category
ଜିଲ୍ଲା ଖବର
ବଣିଆପଡାରେ ରେ ଗଁଦିଆ ସ୍ମୃତି ସଂସଦ ଓ ପିଙ୍ଗୁଆ ପୂଜ୍ୟପୂଜା ପରିଷଦ ମିଳିତ ଆନୁକୂଲ୍ୟରେ ସ୍ମୃତି ଚାରଣ ସଭା
ଢେଙ୍କାନାଳ : ଗଁଦିଆ ବ୍ଳକ ଅନ୍ତର୍ଗତ ବଣିଆ ପଡାଗ୍ରାମ ରାଜସ୍ବ ଗ୍ରାମରେ ଗଁଦିଆ ସ୍ମୃତି ସଂସଦ ଓ ପିଙ୍ଗୁଆ ପୂଜ୍ୟପୂଜା ପରିଷଦ ପକ୍ଷରୁ ମହିୟସୀ ମହିଳା ବିଦୁତ୍ ଛାୟା ରାଉତ ଙ୍କ ଏକାଦଶାହରେ ସ୍ମୃତି ଚାରଣ ସଭା ପିଙ୍ଗୁଆ ପୂଜ୍ୟପୂଜା ପରିଷଦ ସଭାପତି ବୁଦ୍ଧଦେବ ପ୍ରଧାନ ଓ ଗଁଦିଆ ସ୍ମୃତି ସଂସଦ…
ମା’ ତାରିଣୀଙ୍କର ୧୯ତମ ଜନ୍ମ ବାର୍ଷିକୋତ୍ସ ପାଳିତ
ଢେଙ୍କାନାଳ : ଢେଙ୍କାନାଳ ଗାନ୍ଧୀମନ୍ଦିର ରୋଡସ୍ଥିତ ମା’ତାରିଣୀଙ୍କ ପୀଠରେ ୧୯ତମ ଜନ୍ମ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଅଛି ।
ଅଦ୍ୟ ଭାଗିରଥୀ ସାଗରଠାରେ ପୂଜା ଅର୍ଚନା ପରେ ୧୦୮ ମହିଳାମାନେ କଳସ ଧାରଣ କରି ଏକ ଶୋଭାଯାତ୍ରାରେ ବାହାରି ମନ୍ଦିର ନିକଟରେ ପହଁଚିଲା ପରେ ଅଧିବାସ ପୂଜା…
କନ୍ତିଓ ପୁଟ ସାହି ବାଲି ଘାଟରେ ୨ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
ଢ଼େଙ୍କାନାଳ: ଜିଲ୍ଲା କାମାକ୍ଷାନଗର ଉପଖଣ୍ଡର ତୁମୁସିଙ୍ଗା ଥାନା ଅନ୍ତର୍ଗତ କନ୍ତିଓ ପୁଟ ସାହି ବାଲି ଘାଟରେ ବାଲି ଚାଲାଣ କରିବାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକ କୁ ପୋଲିସ ଗିରଫ କରିଛନ୍ତି, ତାଙ୍କ ଠାରୁ ଗୋଟିଏ ପିସ୍ଥଲ୍ ଓ ୩ ରାଉଣ୍ଡ ଜୀବନ୍ତ…
ଢେଙ୍କାନାଳ କଲେଜରେ ସ୍ୱତନ୍ତ୍ର ଶିବିର ଉଦ୍ୟାପିତ
ଢେଙ୍କାନାଳ : ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଆନୁଷ୍ଠାନିକ ଶିକ୍ଷା କିମ୍ବା ନିୟମିତ ନିଯୁକ୍ତିରେ ନଥିବା ୧୫ ରୁ ୨୯ ବର୍ଷ ଯୁବକମାନଙ୍କ ଉଦେ୍ଦଶ୍ୟରେ ଏକ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ କୁମାର…
ଭିନ୍ନକ୍ଷମଙ୍କ ସହାୟତା ଓ ସଚେତନତା ଶିବିର
ଢେଙ୍କାନାଳ :ଢେଙ୍କାନାଳ ପୁରୁଣା ଚିକିତ୍ସାଳୟରେ ପରିସରରେ ଐରା ସ୍ୱେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିିତ ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଏକ ଭିନ୍ନକ୍ଷମ ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିର ପ୍ରାରମ୍ଭରେ ସ୍ୱାଗତ ସଙ୍ଗୀତ ଗାନ ପରେ ଅନୁଷ୍ଠାନର…
ଶ୍ରୀ ଶନିଦେବଙ୍କ ୧୩ତମ ଜନ୍ମବାର୍ଷିକ
ଢେଙ୍କାନାଳ : ଢେଙ୍କାନାଳ ସହର ମାଣ୍ଡବାସାହି ଟାଉନ୍ପ୍ଲାନିଂ ଛକ ଠାରେ ଶ୍ରୀଶ୍ରୀ ଶନିଶ୍ଚରଦେବଙ୍କ ୧୩ତମ ଜନ୍ମବାର୍ଷିକ ଉତ୍ସବର ପୂର୍ଣ୍ଣାହୁତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।୨୭/୦୪ରେ ଶନିଶ୍ଚର ଦେବଙ୍କ ଘଟ ସ୍ଥାପନ ଓ କଳସଯାତ୍ରା ଅନୁଷ୍ଠିତ ହୋଇଥିଲା। ୨୮ ତାରିଖ ଶୁକ୍ରବାର…
ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ ବୈଶାଖୀ ଆସର ଅନୁଷ୍ଠିତ
କୋଣାର୍କ: କୋଣାର୍କର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଓ ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ କୋଣାର୍କ ନାଟ୍ୟ ମଣ୍ଡପ ପରିସରେ ମହା ବିଷୁବ ପଣା ସଂକ୍ରାନ୍ତି, ବୈଶାଖୀ ଆସର ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ମହାମଞ୍ଚର ଆବାହକ ଉମେଶ ଚନ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଶାଖୀ…
ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ନେଇ ୩୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ
ଓଡ଼ାପଡ଼ା ବ୍ଲକର୨୮ଟିପଞ୍ଚାୟତର ୩୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ
ଜାତୀୟସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ଓଡିଶା ଟିମକୁ ୧ସ୍ୱର୍ଣ୍ଣ ଓ ୩ ରୋୖପ୍ୟ ପଦକ
ଢେଙ୍କାନାଳ: ଜାତୀୟସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ଢେଙ୍କାନାଳ ପ୍ରତିଯୋଗୀଙ୍କ ସଫଳତା, କୃତି ପ୍ରତିଯୋଗୀଙ୍କୁ ଜିଲ୍ଲାପାଳ ଜଣାଇଲେ ଶୁଭେଚ୍ଛା । ।ମହାରାଷ୍ଟ୍ରର ପୁନେ ସହର ସ୍ଥିତ ନିୟୁ ପ୍ରଭୁ ଶ୍ରୀଲର୍ନ ପରିସରରେ ଭାରତର ବିଭିନ୍ନ ତାଇକୋଣ୍ଡୋ ଏକାଡେମୀ, ଆସୋସିଏସନ ଓ କ୍ଲବର ମିଳିତ…
ହିରୋ XOOM ସ୍କୁଟର ବଜାର ପ୍ରବେଶ
ଢେଙ୍କାନାଳ: ହିରୋ ମୋଟୋକର୍ପ ର ଅଧିକୃତ ବିକ୍ରେତା ସୋମ ଅଟୋରେ ହିରୋ XOOM ସ୍କୁଟର ର ବଜାର ପ୍ରବେଶ ମହାସମାରୋହରେ ଅନୁଷ୍ଠିତ ହୋଯାଇଅଛି। ସ୍ଥାନୀୟ AXIS BANK ର ବରିଷ୍ଟ ଶାଖା ପ୍ରବନ୍ଧକ ଶ୍ରୀଯୁକ୍ତ କାର୍ତ୍ତିକ ଚନ୍ଦ୍ର ସାହୁ କେକ୍ କାଟି ଏହାର ଶୁଭ ଉଦଘାଟନ କରିଥିଲେ।
110CC ବିଶିଷ୍ଟ…