Browsing Category
ରାଜନୀତି
ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ୧୬୨ତମ ଜୟନ୍ତୀ ପାଳିତ
ବ୍ରହ୍ମପୁର : ଓଡ଼ିଆ ବାଣୀ ଭଣ୍ଡାରକୁ ଋଦ୍ଧିମନ୍ତ କରିଥିବା କାଳଜୟୀ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଭଳି ବହୁ ସାହିତି୍ୟକ, କବିଙ୍କ ଲେଖନୀ ଯେ।ଗୁଁ ଅ।ଜି ଓଡ଼ିଅ। ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିପାରିଛି ବେ।ଲି ବକ୍ତାମାନେ ମତ ଦେଇଛନ୍ତି । ଓଡ଼ିଶାର ସର୍ବପୁରାତନ ସାହିତ୍ୟ ସମ୍ବାଦପତ୍ର…
ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ସେ ଦିଗପହଣ୍ଡିର ବର୍ତ୍ତମାନ ବିଧାୟକ ଥିଲେ।
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥା ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ…
ଗ୍ୟାସ ଦର ୨ ଶହ ଟଙ୍କା ହ୍ରାସ ମା ଭଉଣୀ ଙ୍କୁ ମୋଦି ଙ୍କ ଉପହାର : ଧର୍ମେନ୍ଦ୍ର ପ୍ରଧାନ
ଭୁବନ: ରକ୍ଷା ବନ୍ଧନ ର ଦିନକ ପୂର୍ବରୁ ଘରୋଇ ଗ୍ୟାସ ଦର ୨ ଶହ ଟଙ୍କା ହ୍ରାସ କରି କୋଟି କୋଟି ମା ଭଉଣୀ ଙ୍କୁ ମୋଦି ସରକାର ରକ୍ଷା ବନ୍ଧନ ଉପହାର ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।
ଭୁବନ ମିନି ଷ୍ଟାଡିୟମ ଠାରେ ବିଜେପି…
ଜିଲ୍ଲା କଂଗ୍ରେସ ର ୧୮ ଅଗଷ୍ଟ ବ୍ଲକ୍ ଘେରାଉ ନିମନ୍ତେ ପ୍ରସ୍ତୁତି ବୈଠକ
ଢେଙ୍କାନାଳ: ଅଦ୍ୟ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲା ସଭାପତି ସରୋଜ କୁମାର ପଟ୍ଟନାୟକ ଙ୍କ ସଭାପତିତ୍ୱରେ ଗାନ୍ଧୀ ମନ୍ଦିରସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ପ୍ରଦେଶ କଂଗ୍ରେସ ଉପ-ସଭାପତି ବିଶ୍ୱରଂଜନ ଦାସ, ସାଧାରଣ…
ବିଜେପି ର ଭ୍ରଷ୍ଟାଚାର ହଟାଅ ଅଭିଯାନ: ବଣସିଂହ ଗ୍ରାମପଞ୍ଚାୟତ କାର୍ଯ୍ୟଳୟ ସମ୍ମୁଖର ଧାରଣା
ଢେଙ୍କାନାଳ : ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ବଣସିଂହ ମଣ୍ଡଳ ବିଜେପି ର ହନୁମାନ ମନ୍ଦିର ଠାରୁ ବିକ୍ଷୋଭ ଶୋଭାଯାତ୍ର ବାହାରି ବଣସିଂହ ଗ୍ରାମପଞ୍ଚାୟତ କାର୍ଯ୍ୟଳୟ ସମ୍ମୁଖର ଧାରଣା ମଣ୍ଡଳ ସଭାପତି ମନୋଜ ବାରିକ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲା I
ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ…
ଜି ୨୦ର ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ
କୋଣାର୍କ : ଭାରତରେ ଅନୁଷ୍ଠିତ ଜି୨୦ ଶିଖର ସମିଳନିର ଏକ ପ୍ରତିନିଧି ମଣ୍ଡଳୀ ଆଜି ଅପରାହ୍ନରେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି ।
ଏହି ପ୍ରତିନିଧି ମଣ୍ଡଳୀରେ ୨୦ଟି ଦେଶର ୮୫ ଜଣ ପ୍ରତିନିଧି ରହିଥିଲେ ।ଜି୨୦ର ପ୍ରତିନିଧି ମାନେ କୋଣାର୍କରେ ପହଞ୍ଚିବା ପରେ ସେମାନଙ୍କୁ ଆଇଓସିଏଲ…
ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଜିଲ୍ଲା ବରିଷ୍ଠ ଉପସଭାପତି ବିଷ୍ଣୁପ୍ରସାଦ ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ । ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର ଆଜିର ଦିବସ…
ସଂଗଠନ ମଜବୁତ ହେଲେ ନିର୍ବାଚନ ଜିତିବା ସମ୍ଭବ : ଆପ୍ ରାଜ୍ୟସଭା ସାଂସଦ ଡ଼ଃ ସନ୍ଦୀପ ପାଠକ
ଢେଙ୍କାନାଳ : ୨୦୨୪ରେ ହେବାକୁ ଥିବା ଓଡିଶା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଗତ ମଙ୍ଗଳବାର ଦିନ ଆମ୍ ଆଦମୀ ପାର୍ଟି ନୂଆଦିଲ୍ଲୀ ମୁଖ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆପ୍ ରାଜ୍ୟସଭା ସାଂସଦ ତଥା ଜାତୀୟ ସଂଗଠନ ମହାମନ୍ତ୍ରୀ ଡ଼ଃ ସନ୍ଦୀପ ପାଠକ ଓଡିଶାର…
ଜାତୀୟ ସାମ୍ବିଧାନ ଦିବସ ଏବଂ ଆମ୍ ଆଦମୀ ପାର୍ଟିର ସ୍ଥାପନା ଦିବସ ପାଳିତ
ଢେଙ୍କାନାଳ: ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ଜାତୀୟ ସମ୍ବିଧାନ ଦିବସ ଓ ଦଳର ୧0 ତମ ବର୍ଷ ପୁର୍ତ୍ତି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଥିଲା । ଦଳର ଯୁବ ଉପସଭାପତି ଅଜୟ ନାଏକ, ଯୁବ ସଂଗଠକ ଚିନ୍ମୟ ସେନାପତି, ବିଭୁପ୍ରସାଦ ମହାନ୍ତି ଶିତେଶ ପ୍ରଧାନ,…
ଆମ୍ ଆଦମୀ ପାର୍ଟି ର ଜିଲ୍ଲା କାର୍ଯ୍ୟକାରୀଣି ବୈଠକ
ଢେଙ୍କାନାଳ : ପର୍ଜଙ୍ଗ ବ୍ଲକ ଚାନ୍ଦପୁର ପଞ୍ଚାୟତର ତୁଳସୀ ପଶିଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା ଆବାହକ ପଙ୍କଜ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମହିଳା ସଭାନେତ୍ରୀ ସ୍ନେହଲତା ମହାନ୍ତି ସ୍ୱାଗତ ଭାଷଣ ଦେଇଥିବା ବେଳେ ସମ୍ପାଦକ ବିଷ୍ଣୁ ପ୍ରସାଦ ପଣ୍ଡା ଗତ ୬…