Take a fresh look at your lifestyle.
Browsing Category

ରାଜନୀତି

କୀଡୀନି ରୋଗ ର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କାମାକ୍ଷାନଗର(ରାଜ କିଶୋର ରାଉତ): ମଣିଷ ଜୀବନର ରାସ୍ତାରେ ଦୁଃଖ କେତେ ବେଳେ ଆସେ କେହି କେବେ ଜାଣି ପାରେ ନାହିଁ ଆଉ ଜୀବନ ବଞ୍ଚାଇବା ପାଇଁ ଚାଲିଥାଏ ସଂଘର୍ଷ ହେଲେ ଚିକିତ୍ସା ପାଇଁ ଅର୍ଥ ସାଜି ଥାଏ ବାଧକ କେମିତି କରିବେ ଚିକିତ୍ସା ଆଉ କେମିତି ଭଲ ହେବ ନିରୀହ ଜୀବନ l ହଁ ଶରୀର ଅଛି ତ…

ଢେଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ତରଫରୁ ହାଲାବୋଲ ଓ ମେହଙ୍ଗାଇ ପେ ଚର୍ଚ୍ଚା

ଢେଙ୍କାନାଳ: ନିଖିଳ ଭାରତ କଂଗ୍ରେସ କମିଟି ର ନିର୍ଦେଶ କ୍ରମେ ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟନାୟକ ଙ୍କ ଆହ୍ୱାନ କ୍ରମେ ଢେଙ୍କାନାଳ ଜିଲ୍ଲାରେ ପରଜଙ୍ଗ, କାମାକ୍ଷାନଗର ଓ ଢେଙ୍କାନାଳ ସଦର ନିର୍ବାଚନ ମଣ୍ଡଳୀରେ ହାଲାବୋଲ ଓ ମାହଙ୍ଗାଇ ଉପରେ ଚର୍ଚ୍ଚା କାଯ୍ୟକ୍ରମ…

ବିଜୁ ଯୁବ ଜନତା ଦଳର ହେଲା ପୁର୍ନଗଠନ

??ରାଜ୍ୟ ବିଜୁ ଯୁବଜନତା ଦଳ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା । ୩ କାର୍ଯ୍ୟକାରୀ ସଭାପତି , ଜଣେ ମହାସଚିବ , ୩ ବରିଷ୍ଠ ଉପସଭାପତି ନିଯୁକ୍ତ । ୭ ଜୋନ ସଭାପତି , ୧୩ ଉପସଭାପତି , ୪୬ ସାଧରଣ ସମ୍ପାଦକ ନିଯୁକ୍ତ । ୬୩ ସଂପାଦକ , ୨୩ ଯୁଗ୍ମ ସମ୍ପାଦକ ଙ୍କ ସହ ଜିଲା୍ଲ ସଭାପତି ନିଯୁକ୍ତ ।…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ବିଜେପିର ଦାବୀ

ଢେଙ୍କାନାଳ: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଗତ ୧୩ ତାରିଖରେ ଚନ୍ଦନ ନାଏକ ନାମକ ଜଣେ ରୋଗୀ ଓ ମାତ୍ର ଚାରିଦିନ ବ୍ୟବଧାନରେ ଗତ ୧୭ ତାରିଖ ଦିନ ଦୁର୍ଯେ୍ୟାଧନ ନାୟକ ନାମକ ଅନ୍ୟ ଏକ ରୋଗୀ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଉଭୟଙ୍କ ଚିକିତ୍ସାରେ ଅବହେଳା, ବେଡ୍ ନପାଇବା ଓ ଯନ୍ତ୍ରଣା…

ଭାରତ ମାତା ସେବା ଅନୁଷ୍ଠାନ ତରଫରୁ ୩୭୫ ଫୁଟ ର ବିଶାଳ ତ୍ରିରଙ୍ଗା ଯାତ୍ରା

ଭୁବନ : ଆଜାଦୀ କା ଅମୃତ ମହୋସôବ ଅବସରରେ ଭାରତ ମାତା ସେବା ଅନୁଷ୍ଠାନ ଆନୁକୂଲ୍ୟରେ ୩୭୫ ଫୁଟ ର ବିଶାଳ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନୂଆ ଭୁବନ ଶିବ ମନ୍ଦିରରୁ ତ୍ରିରଙ୍ଗା ଯାତ୍ରା ଆରମ୍ଭ ହୋଇ ସାରା ସହର ପରିକ୍ରମା କରିବା ପରେ ବିଦ୍ୟାର୍ଥୀ ବିହାରରେ ସମାପନ ହୋଇଥିଲା ।…

ଆମ୍ ଆଦମୀ ପାର୍ଟିର ଖବରଦାତା କାର୍ଯ୍ୟକ୍ରମ : ବିକଳ୍ପ ରାଜନୀତି ବାର୍ତ୍ତାକୁ ପହଞ୍ଚେଇବା ପାଇଁ ମଧ୍ୟ ଯୋଜନା ପ୍ରସ୍ତୁତ…

ଢେଙ୍କାନାଳ: ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଜିଲ୍ଲା ତରଫରୁ ଆଜି ଆମେ ଘୋଷଣା କରୁଛୁକି ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭୁବନେଶ୍ୱରଠାରେ ପ୍ରଶିକ୍ଷଣ ଶିବିର ସହିତ ରାଜ୍ୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ l ଏହି ସମ୍ମିଳନୀରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି, ରୋଜଗାର, କୃଷି,…

ଢେଙ୍କାନାଳ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଜାତୀୟ ପତାକା ଉତୋଳନ

ଢେଙ୍କାନାଳ: ଢେଙ୍କାନାଳ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଆଜି ୭୬ତମ ସ୍ୱାଧିନତା ଦିବସ ଧୂମ୍ଧାମ୍ରେ ପାଳନ କରାଯାଇଛି । ଜିଲ୍ଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଦେଶର ମହାନ୍ ପୁରୁଷ, ବୀର ଓ ସହୀଦ ଯେଉଁମାନଙ୍କର ଅକ୍ଲାନ୍ତ…

ଆମ୍ ଆଦମୀ ପାର୍ଟି ର ବିଭିନ୍ନ ବ୍ଲକରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ

ଢେଙ୍କାନାଳ : ଜିଲ୍ଲାର ବିଭିନ୍ନ ବ୍ଲକରେ ସ୍ୱାଧୀନତାର ଅମୃତ ମହୋତ୍ସବ ଆମ୍ ଆଦମୀ ପାର୍ଟି ପକ୍ଷରୁ ପାଳିତ ହୋଇଯାଇଛି l ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ଆବାହକ ପଙ୍କଜ ନାୟକ ଧ୍ବଜାରୋହଣ କରିଥବା ବେଳେ ଗଁଦିଆରେ ଜିଲ୍ଲା ସମ୍ପାଦକ ବିଷ୍ଣୁପ୍ରସାଦ ପଣ୍ଡା, ସଦର ବ୍ଲକ ଭାପୁରରେ ଜିଲ୍ଲା…

ଜିଲା କଂଗ୍ରେସ କମିଟି ଆନୁକୂଲ୍ୟରେ ଗୌରବ ଯାତ୍ରା ଅନୁଷ୍ଠିତ

ଢେଙ୍କାନାଳ:ଗଁଦିଆ ବ୍ଲକ କଂଗ୍ରେସ କମିଟି ଆନୁକୂଲ୍ୟରେ ଗୌରବ ଯାତ୍ରା ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଜିଲ୍ଲା କଂଗ୍ରେସ କମିଟି ର ସଭାପତି ସରୋଜ ପଟ୍ଟନାୟକ, ବ୍ଲକ କଂଗ୍ରେସ କମିଟି ସଭାପତି ଶେଷଦେବ ମହାପାତ୍ର, ଜିଲ୍ଲା ମୁଖପାତ୍ର ପ୍ରେମ ଶଙ୍କର ମିଶ୍ର, ଜିଲ୍ଲା ଉପସଭାପତି ଡମ୍ବରୁଧର ସେଠି,…

ସ୍କୁଲ ପାଠ୍ୟ ଖସଡାରେ ଇତିହାସ ପୃଷ୍ଠାରେ ଅନାଲୋଚିତ ସଂଗ୍ରାମୀଙ୍କ କାହାଣୀକୁ ସାମିଲ କରିବା ପାଇଁ ପ୍ରଶିକ୍ଷକଙ୍କୁ…

ଭୁବନ/ଢେଙ୍କାନାଳ: ସ୍ୱାଧୀନତାର ‘ଅମୃତ ମହୋତ୍ସବ’ ଅବସରରେ ଦେଶର ସର୍ବକନିଷ୍ଠ ବୀର ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ  ଜନ୍ମସ୍ଥାନ୍ ଢ଼ଙ୍କାନାଳ ଜିଲ୍ଲାର ଭୁବନ ଠାରେ ସାଧାରଣ ଜନତା ଓ କର୍ମକର୍ତାଙ୍କ ସହ ‘ତ୍ରିରଙ୍ଗା ପଦଯାତ୍ରା’ରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା…