Take a fresh look at your lifestyle.
Browsing Category

ରାଜନୀତି

ସ୍କୁଲ ପାଠ୍ୟ ଖସଡାରେ ଇତିହାସ ପୃଷ୍ଠାରେ ଅନାଲୋଚିତ ସଂଗ୍ରାମୀଙ୍କ କାହାଣୀକୁ ସାମିଲ କରିବା ପାଇଁ ପ୍ରଶିକ୍ଷକଙ୍କୁ…

ଭୁବନ/ଢେଙ୍କାନାଳ: ସ୍ୱାଧୀନତାର ‘ଅମୃତ ମହୋତ୍ସବ’ ଅବସରରେ ଦେଶର ସର୍ବକନିଷ୍ଠ ବୀର ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ  ଜନ୍ମସ୍ଥାନ୍ ଢ଼ଙ୍କାନାଳ ଜିଲ୍ଲାର ଭୁବନ ଠାରେ ସାଧାରଣ ଜନତା ଓ କର୍ମକର୍ତାଙ୍କ ସହ ‘ତ୍ରିରଙ୍ଗା ପଦଯାତ୍ରା’ରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା…

ପ୍ରାକ୍ତନ ସାଂସଦ ସୁବାଷ ନାୟକଙ୍କ ବିୟୋଗରେ ଶୋକ

ଢେଙ୍କାନାଳ : କଳାହାଣ୍ଡି ଜିଲ୍ଲାର ବରିଷ୍ଠ ନେତା ପ୍ରାକ୍ତନ କଂଗ୍ରେସ୍ ସାଂସଦ ସୁବାଷ ନାୟକଙ୍କ ବିୟୋଗରେ ଢେଙ୍କାନାଳ ସାଂସଦ ମହେଶ ସାହୁ ଗଭୀର ଶୋକପ୍ରକଟ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ନରସିଂହ ରାଓଙ୍କ ସରକାରରେ ସୁବାଷ ବାବୁ ସଂସଦରେ ୧୯୯୧ ରୁ ୧୯୯୫ ପର୍ଯ୍ୟନ୍ତ…

ଭୁବନ ମହିଳା ବିଜେଡି ତରଫର ଚାରାରୋପଣ

ଭୁବନ : ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିଦେ୍ର୍ଧଶକ୍ରମେ ଦଳ ତରଫରୁ ସାରା ଓଡିଶାରେ ଚାରାରୋପଣ , ରକ୍ତଦାନ ଭଳି ବିଭିନ୍ନ ଲୋକାଭିମୁଖୀ ତଥା ଜନକଲ୍ୟାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ଏହି କ୍ରମରେ କାମାକ୍ଷାନଗର ବିଧାୟକ ତଥା ରାଜ୍ୟ…

ଆମ୍ ଆଦମୀ ପାର୍ଟିର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

 ଆମ୍ ଆଦମୀ ପାର୍ଟିର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପୂର୍ତ୍ତ ବଙ୍ଗଳା ଠାରେ ରାଜ୍ୟ ସମ୍ପାଦକ ତଥା ଜିଲ୍ଲା ଆବାହକ ପଙ୍କଜ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଆସନ୍ତା ମାସରେ ସିଙ୍ଗାପୁର ଠାରେ ଶତାଧିକ ଦେଶର ନେତା ମାନଙ୍କର ହେବାକୁ ଥିବା କନଭେନ୍ସନରେ ଦିଲ୍ଲୀର…

ଦ୍ରୌପଦୀ ମୁର୍ମୁ ଙ୍କ ବିଜୟ ପାଇଁ ପରଜଙ୍ଗ ବିଜେପି ର ପୂଜାର୍ଚନା

କଙ୍କଡାହାଡ଼ (ଟୁକୁନ ବିଶ୍ୱାଳ): ଓଡ଼ିଶାର ଗର୍ବ, ଗୌରବ, ଓଡ଼ିଆ ଓ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଭାବେ ମନୋନୀତ କରିଛିି । ଆଗାମୀ ୧୮ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବ। ଏହି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ଶ୍ରୀମତୀ ମୁର୍ମୁଙ୍କ ବିଜୟ ପାଇଁ…

ରନ୍ଧନ ଗ୍ୟାସ ଓ ଅହେତୁକ ଦର ବୃଦ୍ଧି ବିରୋଧରେ ମହିଳା କଂଗ୍ରେସ ତରଫରୁ ବିକ୍ଷୋଭ ଓ କୁଶପୂତଳିକା ଦାହ

ଢେଙ୍କାନାଳ : ଅଦ୍ୟ ଢେଙ୍କାନାଳ ମହିଳା କଂଗ୍ରେସ ସଭାନେତ୍ରୀ ସ୍ମିତାରାଣୀ ସାମଲଙ୍କ ନେତୃତ୍ୱରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ କୁଶପୂତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକ୍, ମୁ୍ୟନିସିପାଲିଟି ଓ…

ପ୍ରଧାନ ମନ୍ତ୍ରୀଙ୍କ ସମସ୍ତ ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ଆବଶ୍ୟକ-କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ

ଢେଙ୍କାନାଳ : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ୩ ଦିନିଆ ଓଡିଶା ଗସ୍ତରେ ଆସି ଢେଙ୍କାନାଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଏକ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇଥିଲେ । ଏହି ଅବସରରେ ଭାରତ ବର୍ଷର ଲୋକପ୍ରିୟ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭାରତର…

ଆମ୍ ଆଦମୀ ପାର୍ଟିର ଜୋନ୍ ସ୍ତରୀୟ ସଂଗଠନ ସମୀକ୍ଷା ବୈଠକ

ଢେଙ୍କାନାଳ : ଆମ୍ ଆଦମୀ ପାର୍ଟିର ସମସ୍ତ ଜିଲ୍ଲା ପରିଷଦ ଜୋନ୍ ସଭାପତି ମାନଙ୍କର ସମୀକ୍ଷା ବୈଠକ କାଠଗଡା ସ୍ଥିତ ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ଠାରେ ଜିଲ୍ଲା ସଭାପତି ପଙ୍କଜ ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ରଙ୍କ…

ଆମ୍ ଆଦମୀ ପାର୍ଟିର ବ୍ଲକ ସ୍ତରୀୟ ବୈଠକ ଏବଂ ମିଶ୍ରଣ ପର୍ବ

ଢେଙ୍କାନାଳ : ଆମ୍ ଆଦମୀ ପାର୍ଟି ର ବ୍ଲକ ସ୍ତରୀୟ ବୈଠକ ଗଁଦିଆ ବ୍ଲକ ଷଡ଼ଙ୍ଗୀ ପଞ୍ଚାୟତ ଧନିଆନାଳି ମଠ ଠାରେ  ସ୍ଥାନୀୟ ପଂଚାୟତର ବରିଷ୍ଠ ନାଗରିକ ଶ୍ରୀନିବାସ ବେହେରାଙ୍କ  ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲା ଆବାହକ ପଙ୍କଜ ନାୟକ ଯୋଗଦେଇ ଦଳର ନୀତି ଆଦର୍ଶ…

ବିଧାୟକ ସୁବାଷ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦ କଲା ଢେଙ୍କାନାଳ ବିଜେପି

ଢେଙ୍କାନାଳ: ବୁକ୍ ସର୍କୁଲାର୍ ୪୭ର ଅବମାନନା କରିବା ସହ ବିଶୃଙ୍ଖଳିତ ଆଚରଣ କରି ବିଧାୟକ ସୁବାଷ ପାଣିଗ୍ରାହୀଙ୍କୁ ଦୁର୍ବ୍ୟବହାର କରିଥିବା ତିଲେଇବଣି ବିଡିଓଙ୍କୁ ରାଜ୍ୟ ସରକାର ପରୋକ୍ଷ ଭାବେ ସମର୍ଥନ କରିବା ଓ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରି ଅନ୍ୟାୟ ଭାବେ ବିଧାୟକ…