Browsing Category
ରାଜନୀତି
ବିଜୁବାବୁଙ୍କୁ ମରଣୋତର ଭାରତ ରତ୍ନ ଦିଆଯାଉ
ଭୁବନ : ଭୁବନ ବ୍ଲକଏବଂ ନଗର ବିଜେଡି ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଜନନାୟକ,ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀବିଜୁ ପଟ୍ଟନାୟକ ଙ୍କ ୨୫ ତମତିରୋଧାନ ଦିବସ ପାଳିତ ହୋଇଯାଇଛି ।
ଏନଏସି ବିଜେଡିସଭାପତି ତଥା ପୂର୍ବତନ ନଗରପାଳ ନନ୍ଦ କିଶୋରସାହୁ ଙ୍କ ଅଧ୍ୟକ୍ଷତାରେ ପ୍ରସିଦ୍ଧ ଶୈବ ପୀଠ…
‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ଭୁବନ : ଆସନ୍ତା ଅପ୍ରେଲ ୧୭ ତାରିଖ ରବିବାର ମହାନ ଜନନାୟକ, ବିଶିଷ୍ଟ ରଷ୍ଟ୍ରନୀତିଜ୍ଞ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ଶ୍ରାଦେ୍ଧାସôବ ରେ ବିଜୁଜନତା ଦଳ ତରଫରୁ ‘ଜୀବନ ବିନ୍ଦୁ’ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଏଥି ନିମନ୍ତେ ବିଷ୍ଣୁପ୍ରିୟା ଗାଲାକ୍ସି ପରିସରରେ…
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ତଦାରଖ କଲେ ଧର୍ମେନ୍ଦ୍ର: ବିଶ୍ୱର ଖାଦ୍ୟ ସଙ୍କଟକୁ ଦୂର କରିପାରିବ ଭାରତ
ଢେଙ୍କାନାଳ: କରୋନା ପାଇଁ ମୋଦି ସରକାର ମାଗଣାରେ ଚାଉଳ ପଠାଉଛନ୍ତି । ରାଜ୍ୟର ପ୍ରାୟ ସାଢେ ୩ କୋଟି ଲୋକ ଏହାର ଲାଭ ଉଠାଉଛନ୍ତି । ଏହି ମାଗଣା ଚାଉଳ ଗରିବଙ୍କ ପାଖରେ ସଠିକ୍ ସମୟରେ ପହଞ୍ଚାଇବା ଆମ ସମସ୍ତଙ୍କର ଦାୟିତ୍ୱ ହେବା ଦରକାର ବୋଲି ଢେଙ୍କାନାଳ ସଦର ବ୍ଲକ୍ ସପ୍ତଶଯ୍ୟା ପଞ୍ଚାୟତର…
ଦୁଇ ଶହ ୟୁନିଟ ଦେୟମୁକ୍ତ ବିଜୁଳି ପାଇଁ ଆପ୍ ର ଆନ୍ଦୋଳନ ପ୍ରସ୍ତୁତି
ଢେଙ୍କାନାଳ : ଆମ ଆଦମୀ ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ଓଡ଼ିଶାରେ ୨୦୦ ୟୁନିଟ ଦେୟମୁକ୍ତ ବିଜୁଳି ଆନ୍ଦୋଳନକୁ ରୂପରେଖ ଦେବା ପାଇଁ ଏକ ପ୍ରସ୍ତୁତି ସଭା ଏବଂ ସାମ୍ବାଦିକ ସମ୍ମିଳନୀ କଚେରୀ ରୋଡ଼ ସ୍ଥିତ କାର୍ଯ୍ୟାଳୟ ଠାରେ ଆୟୋଜନ ହୋଇଥିଲା l
ସଭା ପ୍ରାରମ୍ଭରେ ଜିଲ୍ଲା ଆବାହକ ଶ୍ରୀ…
ମାନିନୀ ସାହୁ ଭୁବନ ଏନଏସି ଉପାଧ୍ୟକ୍ଷା ଭାବେ ନିର୍ବାଚିତ
ଭୁବନ :ସବୁ କଳ୍ପନା ଜଳ୍ପନା ଓ ପ୍ରତୀକ୍ଷାର ଅନ୍ତ ଘଟାଇ ଭୁବନ ଏନଏସି ଅନ୍ତର୍ଗତ ୩ ନମ୍ବର ୱାର୍ଡର କାଉନସିଲର ମାନିନୀ ସାହୁ ଉପାଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି । ଶ୍ରୀମତୀ ସାହୁ ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୮ ନମ୍ବର ୱାର୍ଡର କାଉନସିଲର ସସ୍ମିତା…
ଭୁବନ ରେ ୭୯ ପ୍ରତିଶତ ମତଦାନ
ଭୁବନ:ଢେଙ୍କାନାଳ ଜିଲ୍ଲା ଭୁବନ ଏନଏସିରେ ଆଜି କାଁଭାଁ ଗଣ୍ଡଗୋଳକୁ ବାଦ ଦେଲେ ମୋଟାମୋଟି ଭାବେ ଶାନ୍ତିଶୃଙ୍ଖଳା ସହ ସକାଳ ୮ ଘଟିକାଠାରୁ ସଂଧ୍ୟା ୫ଘଟିକା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହୋଇଥିଲା । ଭୁବନରେ ୭୯ ପ୍ରତିଶତ ଭୋଟ ହୋଇଛି । ୫ ନମ୍ବର ୱାର୍ଡର ୮ ନମ୍ବର ବୁଥ କୁ ପିଙ୍କ ବୁଥ କରାଯାଇଥିଲା ।…
ପୌର ନିର୍ବାଚନ : ସକାଳ ୮ ରୁ ସନ୍ଧ୍ୟା ୫ ଘଟିକା ପର୍ଯ୍ୟନ୍ତ ମତଦାନ
କୋଣାର୍କ: ପୌର ନିର୍ବାଚନ ଭୋଟ ଗଣତି ନିମନ୍ତେ ତାଲିମ କାର୍ଯ୍ୟକ୍ରମ ପୁରୀ ପ୍ରଦିକ୍ଷଣ ଗୃହର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
୨୪ ତାରିଖରେ ନିମାପଡାର…
କାଳିନ୍ଦୀ ବାରିକ ସଦର ବ୍ଲକ ଉପାଧ୍ୟକ୍ଷ ହେଲେ
ଢେଙ୍କାନାଳ :ଢେଙ୍କାନାଳ ସଦର ପଞ୍ଚାୟତ ସମିତି ର ନୂତନ ଉପାଧ୍ୟକ୍ଷ ଭାବେ କାଳିନ୍ଦୀ ବାରିକ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ ହୋଇଛନ୍ତି | ସେ ବିଜୁ ଜନତା ଦଳ ସମର୍ଥନ ରେ ଚାଉଳିଆ ଗ୍ରାମ ପଞ୍ଚାୟତ ରୁ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ |
ସଦର ପଂଚାୟତ ସମିତି ଅଧ୍ୟଖ୍ୟା ତଥା ଶୁଆଖାଇ…
ସରୋଜିନୀ ଦ୍ୱିବେଦୀ ନିଦ୍ୱର୍ନ୍ଦରେ ଭୁବନ ବ୍ଲକ ଉପାଧ୍ୟକ୍ଷା ଭାବେ ନିର୍ବାଚିତ
ଭୁବନ : ସବୁ କଳ୍ପନା ଜଳ୍ପନା ଓ ପ୍ରତୀକ୍ଷାର ଅନ୍ତ ଘଟାଇ ଏକତାଳି ପଂଚାୟତ ର ସମିତିସଭ୍ୟା ସରୋଜିନୀ ଦ୍ୱିବେଦୀ ଭୁବନ ବ୍ଲକ ଉପାଧ୍ୟକ୍ଷା ଭାବେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ।
ଶ୍ରୀମତୀ ଦ୍ୱିବେଦୀ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ବିରୋଧି ଦଳରୁ କୌଣସି…
ଶୋଭାଯାତ୍ରା ଆଳରେ ଶକ୍ତି ପ୍ରଦର୍ଶନ ସକାଳେ ପଦଯାତ୍ରା , ଅପରାହ୍ନ ରେ ବାଇକ ରାଲି
ଭୁବନ: ଚଳିତ ପୌର ନିର୍ବାଚନର ଆସନ୍ତା କାଲି ହେଉଛି ପ୍ରଚାର ର ଅନ୍ତିମ ଦିବସ । ଏଥି ସକାଶେ ଆଜି ବିଜୁ ଜନତା ଦଳ ତରଫରୁ ବିଶାଳ ଶୋଭାଯାତ୍ରା ଓ ବାଇକ ରାଲି ଅନୁଷ୍ଠିତ ହୋଇ ଶକ୍ତି ପ୍ରର୍ଶନ କରାଯାଇଥିଲା । ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର…