Take a fresh look at your lifestyle.
Browsing Category

ରୂପରେଖ ସ୍ପେଶାଲ

ଶିବ ମନ୍ଦିରକୁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି ନିତ୍ୟାନନ୍ଦ

ଢେଙ୍କାନାଳ :ଢେଙ୍କାନାଳ ଜିଲା ସଦର ବ୍ଲକ ଅନ୍ତର୍ଗତ ନରଣପୁର ସ୍ଥିତ ଶିବ ମନ୍ଦିର ପରିସରରେ ଏକ ଆଧ୍ୟତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନରଣପୁର ଗ୍ରାମର ନିତ୍ୟାନନ୍ଦ ଦାସ ନୂତନ ମନ୍ଦିରର ଉନ୍ନତି କରଣ ପାଇଁ ନଗଦ ଏକ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।…

ମଉଳି ଯିବାକୁ ବସିଛି ଅନାଥ ପିଙ୍କିର ସ୍ବପ୍ନ

କାମାକ୍ଷାନଗର : କାମାକ୍ଷାନଗର ବ୍ଲକ ଅନ୍ତର୍ଗତ କଣ୍ଟାପାଳ ପଞ୍ଚାୟତ ଗାଙ୍ଗିଯୋଡି ଉପର ଦଳିତ ସାହିର ସ୍ବର୍ଗତ ବିଜୁ ନାଏକଙ୍କ କନ୍ୟା ପିଙ୍କି। ହେତୁ ପାଇବା ପୂର୍ବରୁ ବାପା ପର କରି ଆରପାରିକୁ ଚାଲିଗଲେ। ସମ୍ପର୍କୀୟଙ୍କ କହିବା ଅନୁସାରେ ବିଜୁ କୌଣସି ଦୂରାରୋଗ୍ୟ ବ୍ୟାଧିରେ ଚିକିତ୍ସିତ…

ଗରୀବଙ୍କ ପାଇଁ ହରିଶ୍ଚନ୍ଦ୍ର ଯୋଜନା ସାତ ସପନ, ସ୍ୱାମୀ ଚାଲିଯିବା ଛ’ମାସ ପରେ ମଧ୍ୟ ମିଳୁନି ବିଧବା ଭତ୍ତା

ଢେଙ୍କାନାଳ: କାମାକ୍ଷା ନଗର ବ୍ଲକ କାନ୍ତିଓ ପୁଟସାହି ପଞ୍ଚାୟତ ଅନ୍ତର୍ଗତ ଜକା ଗ୍ରାମର ନର୍ମଦା ସାହୁ ଙ୍କ ସ୍ୱାମୀ ଗତ ୬ ମାସ ହେଲା ଆରପାରିକୁ ଚାଲିଗଲେଣି l ସରକାରୀ ଯୋଜନା ହରିଶ୍ଚନ୍ଦ୍ର ହିସାବରେ ସହାୟତା ମିଳିବା ଉଚିତ l ମାତ୍ର ନର୍ମଦା ଏପର୍ଯ୍ୟନ୍ତ ସେ ଯୋଜନାର କିଛି ସହାୟତା ପାଇଲେ…

ବଞ୍ଚି ଥାଉ ଥାଉ ମୃତ୍ୟୁ : ରାସନ କାର୍ଡରୁ ବାଦ ପଡିଲେ କୁନ୍ତଳା

କାମାକ୍ଷାନଗର(ରାଜ କିଶୋର ରାଉତ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଂଚାୟତ ଜରଡ଼ା ଗ୍ରାମର କୁନ୍ତଳା ପଧାନ, ସ୍ୱାମୀ-ଗୌରାଙ୍ଗ ପଧାନ ବୟସ 90, ଗରିବ ପରିବାର ପାଇଁ ସରକାର ଖାଦ୍ୟ ସୁରକ୍ଷା ଯୋଜନାର ଚାଉଳ ମିଳୁନଥିବା ଡିଲରକୁ ପଚାରି ବୁଝିଥିଲେ ଡିଲର କହିଲେ ହିତାଧିକାରୀ…

ଆମ୍ ଆଦମୀ ପାର୍ଟି ପକ୍ଷରୁ ୮ ଟି ଜୋନ୍ ରେ ପାର୍ଥୀ ପତ୍ର ଦାଖଲ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ 27 ଟି ଜିଲ୍ଲା ପରିଷଦ ଆସନ ରୁ ଆମ୍ ଆଦମୀ ପାର୍ଟି ପକ୍ଷରୁ ପ୍ରଥମ ଥର ୮ ଟି ଜିଲ୍ଲା ପରିଷଦ ଜୋନ ରେ ପାର୍ଥୀ ପତ୍ର ଦାଖଲ କରାଯାଇଛି l ସଦର ବ୍ଲକ ୩ ନଂ ଜୋନ ରୁ ରାଜକୁମାର ପ୍ରଧାନ, ୪ ନଂ ଜୋନ ରୁ ଟିକିନା ପାତ୍ର, ଗଁଦିଆ ବ୍ଲକ ୧ ନଂ ଜୋନ ରୁ ବିଜୟ…

ସମିତି ସଭ୍ୟ ପାଇଁ ନାମାଙ୍କନ ଦାଖଲ କଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ହିନ୍ଦୋଳ : ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା | ହିନ୍ଦୋଳ ବିଧାନସଭା ଆସନ ରୁ ୩ ଥର ବିଧାୟିକା ତଥା ୨ ଥର ମନ୍ତ୍ରୀ ହୋଇଥିବା ଅଞ୍ଜଳି ବେହେରା ଗତକାଲି ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ଚର୍ଚ୍ଚା ଜୋର ଧରିଛି।…

୨୭ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ

ଢେଙ୍କାନାଳ  : ଢେଙ୍କାନାଳ ଜିଲ୍ଲାରେ ୮ଟି ବ୍ଲକ୍ ଥିବା ୨୭ଟି ଜିଲ୍ଲା ପରିଷଦ ଜୋନ୍ କଂଗ୍ରେସ୍ ଦଳ ତରଫରୁ ଜିଲ୍ଲା ସଭାପତି ସରୋଜ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି । ଓଡାପଡା ଜୋନ୍ ନଂ-୧ରୁ ବିପତି ମନୁ ନାୟକ, ଜୋନ୍-୨ରୁ ଶରତ ନନ୍ଦ, ଜୋନ୍ ୩ରୁ ସଂଗ୍ରାମ…

ଜିଲାପରିଷଦ ଆସନ ପାଇଁ ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା

ଢେଙ୍କାନାଳ  : ଢେଙ୍କାନାଳ ଜିଲ୍ଲାର ୨୭ ଜିଲ୍ଲା ପରିଷଦ ଆସନ ପାଇଁ ଶେଷ ଦିବସରେ ବିଜେଡି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିଛନ୍ତି । ଢେଙ୍କାନାଳ ବିଧାନସଭା…

ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ: ୭୧୬୩ ଜଣଙ୍କର ପ୍ରାର୍ଥୀପତ୍ର ଦାଖଲ

ଢେଙ୍କାନାଳ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଶେଷ ଦିବସରେ ୨୪୧୧ ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ୧୫୮୦ଜଣ ୱାର୍ଡ ମେମ୍ବର ପଦବୀ ପାଇଁ, ସରପଂଚ ପଦବୀ ପାଇଁ ୩୯୧, ସମିତି ସଭ୍ୟ ପଦବୀ ପାଇଁ ୩୫୮ ଓ ଜିଲ୍ଲା ପରିଷଦ ସଦସ୍ୟ ପଦବୀ…

ଭୁବନ ବ୍ଲକ: ଅନ୍ତିମ ଦିବସ ସୁଦ୍ଧା ୬୩୩ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ

ଭୁବନ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସକାଶେ ପ୍ରାର୍ଥୀ ପତ୍ର ଦାଖଲ ର ଆଜି ଅନ୍ତିମ ଦିବସରେ ଭୁବନ ବ୍ଲକର   ସମୁଦାୟ୨୨ ଜଣ ସମିତିସଭ୍ୟ, ୨୭ ଜଣ ସରପଂଚ ଓ ୧୯୪ ଜଣ ୱାର୍ଡମେମ୍ବର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲକରିଛନ୍ତି । ଗତ ୧୭ ତାରିଖ ନାମାଙ୍କନ ପତ୍ର ଦାଖଲ ଦିନରୁ ଆଜି ଅନ୍ତିମ…