Browsing Category
ରୂପରେଖ ସ୍ପେଶାଲ
ରଚନା ଓ ସୂର୍ଯ୍ୟ ନମସ୍କାର ପ୍ରତିଯୋଗିତା ଅନୁଷ୍ଠିତ
ଢେଙ୍କାନାଳ: ସ୍ଥାନୀୟ ଗନ୍ଦିଆ ବ୍ଲକ ଅନ୍ତର୍ଗତ ଚିରୁଳେଇ ସ୍ଥିତ ରଘୁନାଥଜିଉ ଯୁବକ ସଂଘ ଓ ନେହେରୁ ଯୁବ କେନ୍ଦ୍ର ଦିବସ ପାଳିତ ହୋଇଯାଇଛି l ଏହି ଆୟୋଜିତ କାର୍ଯ୍ୟକ୍ରମ ଅବସର ରେ ରଚନା ଓ ସୂର୍ଯ୍ୟ ନମସ୍କାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ…
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ତୃତୀୟ ଦିନରେ ୧୯୨୯ ନାମାଙ୍କନପତ୍ର ଦାଖଲ
ଢେଙ୍କାନାଳ : ପ୍ରଥମ ଦୁଇଦିନ ଅପେକ୍ଷା ତୃତୀୟ ଦିନରେ ୧୯୨୯ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ୱାର୍ଡ ମେମ୍ବର ପଦବୀ ପାଇଁ ୧୨୪୫ଜଣ, ପଞ୍ଚାୟତ ପଦବୀ ପାଇଁ ୩୫୪ଜଣ, ପଞ୍ଚାୟତ ସମିତି ସଭ୍ୟ ପଦବୀ ପାଇଁ ୨୯୯ଜଣ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ୨୧ଜଣ ପ୍ରାର୍ଥୀ…
ବ୍ଲକ ଉପାଧ୍ୟକ୍ଷl ସୁଭଦ୍ରା ପାତ୍ର ଜିଲ୍ଲାପରିଷଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ
ଭୁବନ : ମlର୍ଥlପୁର ଗ୍ରାମ ପଞ୍ଚାୟତ ର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନ ର ଭୁବନ ବ୍ଲକ ଉପାଧ୍ୟକ୍ଷl ସୁଭଦ୍ରା ପାତ୍ର ଭୁବନ ବ୍ଲକର ଜୋନ -୦୧ ପାଇଁ ଜିଲ୍ଲାପରିଷଦ ପ୍ରାର୍ଥୀନି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
କୋଭିଡ କଟକଣା ପାଳନ ସହିତ ପ୍ରସ୍ତlବକ ମୀନତୀ ମିଶ୍ର ଓ ସମର୍ଥକ ସଞ୍ଜୟ…
ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ସିପ୍ରା ବରାଳ ସମିତିସଭ୍ୟ ପ୍ରାର୍ଥୀ ହେଲେ
ଭୁବନ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସକାଶେ ପ୍ରାର୍ଥୀ ପତ୍ର ଦାଖଲ ର ଆଜି ତୃତୀୟ ଦିବସରେ ସମୁଦାୟ ୨୮ ଜଣ ସମିତିସଭ୍ୟ , ୨୫ ଜଣ ସରପଂଚ ଓ ୧୭୯ ଜଣ ୱାର୍ଡ ମେମ୍ବର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଙ୍କ ପତ୍ନୀ ତଥା ପୂର୍ବତନ ଜିଲ୍ଲା…
ପଞ୍ଚାୟତ ନିର୍ବାଚନ : ଦ୍ୱିତୀୟ ଦିନରେ ୬୮୬ଜଣଙ୍କ ପ୍ରାର୍ଥୀପତ୍ର ଦାଖଲ
ଢେଙ୍କାନାଳ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି । ଦ୍ୱିତୀୟ ଦିନର ପ୍ରାର୍ଥୀପତ୍ର ଦାଖଲରେ ୬୮୬ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ୱାର୍ଡ ମେମ୍ବର ପଦବୀ ପାଇଁ ୫୬୫ଜଣ ପ୍ରାର୍ଥୀ ମନୋନୟନ ପତ୍ର ଦାଖଲ…
ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଲେ ମହିଳା ସଂପାଦିକା ସଂଯୁକ୍ତା ହୋତା
ଢେଙ୍କାନାଳ : ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଜିଲା ମହିଳା ଶାଖା ସଂପାଦିକା ସଂଯୁକ୍ତା ହୋତା ଭାରତୀୟ ଜନତା ପାର୍ଟିରେ ମଙ୍ଗଳବାର ଯୋଗଦାନ କରିଛନ୍ତି । ଯୋଗଦାନ ପୂର୍ବରୁ ଶ୍ରୀମତୀ ହୋତା ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକ ଏବଂ ଜିଲା ସଭାପତି ପ୍ରଫୁଲ୍ଲ ମଲ୍ଲିକଙ୍କ ନିକଟକୁ…
ପ୍ରଥମ ଦିନରେ ୩ ଜଣ ନାମାଙ୍କନ ଦାଖଲକଲେ: ଭାସ୍କରସାହୁ ଅରଖପାଳ ସମିତିସଭ୍ୟ ପ୍ରାର୍ଥୀହେଲେ
ଭୁବନ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସକାଶେ ପ୍ରାର୍ଥୀ ପତ୍ର ଦାଖଲ ର ଆଜି ପ୍ରଥମ ଦିବସରେ ସମୁଦାୟ ୩ ଜଣ ପ୍ରାର୍ଥୀ ସମିତିସଭ୍ୟ ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅରଖପାଳ ପଂଚାୟତର ପୂର୍ବତନ ସରପଂଚଭାସ୍କରସାହୁଚଳିତଥର ସମିତିସଭ୍ୟ ନିମନ୍ତେ ଆଜି ନାମଙ୍କନ ପତ୍ର ବିଡିଓ…
ପଞ୍ଚାୟତ ପଲିଟିକ୍ସ : ପ୍ରାର୍ଥପତ୍ର ଦାଖଲ ପୂର୍ବରୁ କଣ କରିବେ ଜାଣି ନେବା
ଢେଙ୍କାନାଳ (ବ୍ୟୁରୋ ରିପୋର୍ଟ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରକାରୀସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆଜିଠାରୁ ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଏବଂ ଜିଲାପରିଷଦ ସଦସ୍ୟ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ କରିବା ପାଇଁ…
ଏନଟିପିସି ନୂତନ ପନିପରିବା ବଜାର ଉଦଘାଟିତ
କଣିହାଁ: ଅନୁଗୋଳ ଜିଲା କଣିହାଁସ୍ଥ ଏନଟିପିସି ପକ୍ଷରୁ ଟେଲିଫୋନ ଏକ୍ସଚେଞ୍ଜ ପାଖରେ ଏକ ନୂତନ ପନିପରିବା ବଜାର ଉଦଘାଟିତ ହୋଇଯାଇଛି l ବୁଧବାର ଆୟୋଜିତ କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଏବଂ ଏନଟିପିସି କଣିହାଁର କାର୍ଯ୍ୟନିର୍ବାହୀ…
୪୭ତମ ଜାତୀୟ ଜୁନିୟର ଭଲିବଲ ଚାମ୍ପିୟନ୍ସିପ୍: ଭାଗ ନେଲେ ଟାଟା ଷ୍ଟିଲ ଦ୍ୱାରା ପ୍ରଶିକ୍ଷିତ ଢେଙ୍କାନାଳ ଖେଳାଳି
ଓଡାପଡା: ଓଡ଼ିଶା ଜୁନିୟର ଭଲିବଲ ଟିମ୍ର ସଦସ୍ୟ ଭାବେ ୪୭ତମ ଜାତୀୟ ଜୁନିୟର ଭଲିବଲ ଚାମ୍ପିୟନସିପ ଭାଗ ନେଇଛନ୍ତି ଟାଟା ଷ୍ଟିଲ ମେରାମଣ୍ଡଳୀ ଦ୍ୱାରା ପ୍ରଶିକ୍ଷିତ ସୁବ୍ରତ ବେହେରା ଓ ବିକାଶ ପାତ୍ର । ନୂଆଗାଁ ପଂଚାୟତ ଅଧିନସ୍ଥ ଖଲିବେରଣା ଗ୍ରାମର ସୁବ୍ରତ ଓ ସରପା ଗ୍ରାମର ବିକାଶ ପଶ୍ଚିମବଙ୍ଗର…