Take a fresh look at your lifestyle.
Browsing Category

ରାଜ୍ୟ ଖବର

ମୋ ନାମରେ ଉଠିଥିବା ଗୁଜବ ତଥ୍ୟ ସବୁ ମିଥ୍ୟା ଓ କପୋଳକଳ୍ପିତ

ଭୁବନେଶ୍ୱର: ସ୍ଥାନୀୟ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ମୟୂର ଅଫ୍ସେଟ୍ ପ୍ରିଣ୍ଣର୍ସ ସଂସ୍ଥାର ସତ୍ତ୍ୱାଧିକାରୀ ଶ୍ରୀ ଲଲାଟକିଶୋର ଭଂଜଙ୍କ ନାମରେ ଉଠିଥିବା ଅଭିଯୋଗ ସଂପର୍କରେ ଏକ ସ୍ପଷ୍ଟୀକରଣ ଜରିଆରେ ପ୍ରେସ୍ ରିଲିଜ୍ ଜାରି କରିଛନ୍ତି କର୍ତ୍ତୃପକ୍ଷ । ତାଙ୍କର କହିବା କଥା ମୁଁ ହେଉଛି…

ସୂର୍ଯ୍ୟମନ୍ଦିର ସମ୍ମୁଖରେ ଯୋଗାଭ୍ୟାସ

କୋଣାର୍କ:  ଜୁନ୍ ୨୧ ତାରିଖ ବିଶ୍ୱ ଯୋଗ ଦିବସର ଅବ୍ୟବେହୀତ ପୂର୍ବରୁ ଡାକ ବିଭାଗ ପୁରୀ ମଣ୍ଡଳ ପକ୍ଷରୁ ଅନ୍ତର୍ଜାତୀୟ ଯୋଗଦିବସ ପାଳନ ପେଇଁ କାଉଣ୍ଟଡାଉନ ଡେ ଆରମ୍ଭ ହୋଇଛି । ଏହି ଆନ୍ତର୍ଜାତିକ ଯୋଗଦିବକୁ ଆଉ ୫୬ ଦିନ ବାକି ଥିବାବେଳେ ଡାକ ବିଭାଗ ପକ୍ଷରୁ ସୋମବାର ପୂର୍ବାହ୍ନରେ ବିଶ୍ୱ…

‘ଅନୁଷ୍ଠାନ ପ୍ରତି କୃତଜ୍ଞତାବୋଧ ଜରୁରୀ’

ଢେଙ୍କାନାଳ :   ପ୍ରତ୍ୟେକ ଶିକ୍ଷାନୁଷ୍ଠାନରୁ ଛାତ୍ରଛାତ୍ରୀ ଜ୍ଞାନ, ବିଜ୍ଞାନ, କୌଶଳ ଆଦି ଅନେକ କଥା ଶିଖିଥାନ୍ତି । ଯାହା ସେମାନଙ୍କୁ ଜୀବନରେ ଆଗକୁ ବଢ଼ିବାରେ ସହାୟକ ହୁଏ । ତା’ର ପ୍ରତିଦାନରେ ସେମାନେ ଅନୁଷ୍ଠାନକୁ କିଛି ଫେରାଇବା ଉଚିତ୍‍ । ଅନ୍ତତଃ ଅନୁଷ୍ଠାନ ପ୍ରତି କୃତଜ୍ଞତାବୋଧ ଓ…

ଜଗନ୍ନାଥ ସଂସ୍କୃତି ସମ୍ବନ୍ଧରେ ଆଲୋଚନା ଚକ୍ର

କୋଣାର୍କ : ଓଡିଆ ନବବର୍ଷ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଶ୍ରୀ ଜଗନ୍ନାଥ ସମାଜ କଲ୍ୟାଣ ସଂସ୍ଥାନ, ମଲ୍ଲଗ୍ରାମ ପକ୍ଷରୁ କୋଣାର୍କ ସ୍ଥିତ ଶିଳ୍ପୀବାଟିକା ପରିସରରେ ଜଗନ୍ନାଥ ସଂସ୍କୃତି ସମ୍ପନ୍ଧରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୋଣାର୍କ ବିଜ୍ଞାପିତ ଅଞ୍ଚଳ…

ସମରକବି ବ୍ରଜନାଥ ବଡଜେନାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଢେଙ୍କାନାଳ : ଓଡିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସମରକବି ବ୍ରଜନାଥ ବଡଜେନାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଅଛି । ପ୍ରାତଃ ୮ଟାରେ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ ତଥା ରାଜପ୍ରାସାଦ ନିକଟସ୍ଥ ଶିଶୁ ଉଦ୍ୟାନରେ ଅବସ୍ଥାପିତ…

ଅନୁଗୁଳ-ଢେଙ୍କାନାଳରୁ ମେମୁ ଟ୍ରେନ୍ ଚଳାଚଳ ପାଇଁ କେନ୍ଦ୍ରମନ୍ତ୍ରୀ ଙ୍କୁ ଦାବିପତ୍ର

ଢେଙ୍କାନାଳ: ଅନୁଗୁଳ-ଢେଙ୍କାନାଳରୁ କଟକ ପାଇଁ ମେମୁ ଟ୍ରେନ୍ ଚଳାଚଳ ଉଦେଶ୍ୟରେ ଢେଙ୍କାନାଳ ସଚେତନ ନାଗରିକ ଫୋରମ ତରଫରୁ ଫୋରମ୍ ର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ନଗରପାଳ ଆଇନଜୀଵୀ ସୁରେନ୍ଦ୍ର ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳୀ ଯଥା ଫୋରମ୍ ର ସମ୍ପାଦକ ଭରତ କୁମାର ଦାସ,…

ଢେଙ୍କାନାଳ କଲେଜ୍ ପୁରାତନ ଛାତ୍ର ସଂସଦ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ଢେଙ୍କାନାଳ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ଢେଙ୍କାନାଳ ଗସ୍ତ ଅବସରରେ ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମୁଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଆଲ୍ମୁନି ଆସୋସିଏସନ୍ ବା ପୁରାତନ ଛାତ୍ର ସଂସଦ ପକ୍ଷରୁ ମହାବିଦ୍ୟାଳୟ…

ମହାସମାରୋହରେ ହେବ ବିଷୁବ ସାହିତ୍ୟ ପର୍ବ

ଖୋର୍ଦ୍ଧା : ଖୋର୍ଦ୍ଧା ସାହିତ୍ୟ ସଂସଦ ଏବଂ ଓଡିଆ ଯୁବ ଲେଖକ ସମ୍ମେଳନର ମିଳିତ ଆନୁକୂଲ୍ୟରେ ‘ରାଜ୍ୟ ଲେଖକ ସମାବେଶ ଓ ବିଷୁବ ସାହିତ୍ୟ ପର୍ବ’ ଆସନ୍ତା ୧୪ ଅପ୍ରେଲ ଗୁରୁବାର ଦିନ ସ୍ଥାନୀୟ ପ୍ରାଣନାଥ ମହାବିଦ୍ୟାଳୟର ମୈତ୍ରୀ ଭବନରେ ମହାସମାରୋହରେ ଆୟୋଜିତ ହେବ ବୋଲି ଓଡିଆ ଯୁବ ଲେଖକ ସମ୍ମେଳନର…

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ କନିଷ୍ଠ କିରାଣୀ

ଭୁବନ: ଭୁବନ ଗୋଷ୍ଠୀଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟର ଜନୈକ କନିଷ୍ଠ କିରାଣୀ ବିଭୁ ପ୍ରସାଦ ବେହେରା ଜଣେ ଶିକ୍ଷୟିତ୍ରୀଙ୍କର ମେଡିସିନ ବିଲ୍ ପାସକରାଇ ଦେବା  ପାଇଁ  ୫ ହଜାର ଟଙ୍କା ଲାଂଚ ନେଉଥିବାବେଳେ ଭିଜିଲାନ୍ସହାତରେ ଧରାପଡିବା ଘଟଣା ସ୍ଥାନୀୟ ଅଂଚଳରେ ମୁଖ୍ୟ ଚର୍ଚ୍ଚା ଓ ଆଲୋଚନାର…

ସହାନୁଭୂତିର ଶିକ୍ଷା ଦେଇଥାଏ ରମଜାନ ର ରୋଜା

କେଡ଼େ ଆନନ୍ଦର ମାସ ଆସିଲା ସାରା ସଂସାର ଆନନ୍ଦେ ହସିଲା, ଅଲ୍ଲାହ୍ ପାଦ ତଳେ ଯା'ର ଭକତି ତା'ର ହୃଦୟ ଆନନ୍ଦେ ନାଚୁଛି। ଆରବୀ ଶବ୍ଦ ରମଜାନ ଯାହାର ଆକ୍ଷରିକ ଅର୍ଥ ହେଲା ଜଳିଯିବା ଅର୍ଥାତ୍ ଯେଉଁ ମାସରେ ଧର୍ମ କର୍ମଦ୍ୱାରା ପାପରାଶି ଜଳିଯାଏ। ଇସଲାମି ହିଜରି କ୍ୟାଲେଣ୍ଡର ଅନୁସାରେ ରମଜାନ…