Take a fresh look at your lifestyle.
Browsing Category

ରାଜ୍ୟ ଖବର

ଦାବୀ ପୂରଣ ଲାଗି ଆନେ୍ଦାଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ଫେଡେରେସନ୍

ଢେଙ୍କାନାଳ : ତିନିଦଫା ଦାବୀପୂରଣ ନହେଲେ ଚଳିତ ମାସ ୧୬ ତାରିଖ ଠାରୁ ରାଜ୍ୟରେ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀମାନେ ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକସଂଘ ନେତୃତ୍ୱରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନ୍ର ସଭାପତି ରମଣୀ ରଞ୍ଜନ ତ୍ରିପାଠୀ,…

ପୁରୀ ସ୍ୱର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪୦୦୦ଟଙ୍କା କୁ ବୃଦ୍ଧି

ପୁରୀ : ପୁରୀ ସ୍ଵର୍ଗଦ୍ଵାର କୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷ ମାନଙ୍କୁ ଶୋଷଣ ମୁକ୍ତ ଓ ବାଧା ରହିତ ବ୍ୟବସ୍ଥା ଦେବା ପାଇଁ ସ୍ଵର୍ଗଦ୍ଵାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି।ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର…

ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଅରବିନ୍ଦ, ବିଜୟାନନ୍ଦ ଙ୍କ କୃତୀତ୍ୱ

ଢେଙ୍କାନାଳ : ସୋମବାର ପ୍ରକାଶିତ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଢେଙ୍କାନାଳ ସଦର ବ୍ଲକ୍ ଅନ୍ତର୍ଗତ ବଣସିଂହ ପଞ୍ଚାୟତ ଶଙ୍କରପୁର ଗ୍ରାମର ଅରବିନ୍ଦ ହାତୀ ଏବଂ ବିଜୟାନନ୍ଦ ମଲ୍ଲିକଙ୍କ  ସଫଳତା ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଅରବିନ୍ଦ ୩୭୮ ଓ ବିଜୟାନନ୍ଦ ୩୯୦…

ନାଲକୋ ର ମେକାନାଇଜଡ୍ସୋଇନଗଟର ବଜାର ପ୍ରବେଶ

ଭୁବନେଶ୍ଵର:ନବରତ୍ନଉଦ୍ୟୋଗନ୍ୟାସନାଲଆଲୁମିନିୟମ୍କମ୍ପାନୀଲିମିଟେଡ଼(ନାଲକୋ) ଏହାର ପ୍ରଡକ୍ଟ ପୋର୍ଟଫୋଲିଓ କୁ ଅଧିକ ମଜବୁତଓ ସୁବିସ୍ତୃତ କରିବା ଜାରି ରଖିଅଛି। ଅତୀତରେ“ସ୍ୱତନ୍ତ୍ରଗୁଣଯୁକ୍ତମେକାନାଇଜଡ୍ସୋଇନଗଟର”ସଫଳପରୀକ୍ଷଣପରେ, କମ୍ପାନୀ ଘରୋଇ ନାଲକୋ ର ଅନଗୁଳ ସ୍ଥିତ ସ୍ମେଲ୍ଟର…

ବିକାଶର ମାପଦଣ୍ଡରେ ଓଡିଶାର ପଞ୍ଚାୟତିରାଜ ସଂସ୍ଥାମାନେ ଦେଶର ପଥ ପ୍ରଦର୍ଶକ ହୋଇଛନ୍ତି ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର : ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଆଜି ଲୋକସେବା ଭବନର କନ୍‌ଭେସନ୍ ହଲ୍ ଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଏହି…

ବିଶ୍ଵ ଐତିହ୍ୟ ସୂର୍ଯ୍ୟ ମନ୍ଦିରରେ ମନ କୀ ବାତ କାର୍ଯ୍ୟକ୍ରମ

କୋଣାର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କୀ ବାତ ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ମନ କୀ ବାତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ମନ କୀ ବାତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ,…

ବ୍ଲକସ୍ତରୀୟ ଏଫ୍ଏଲ୍ଏନ୍ ହଵ୍ ଉଦଘାଟନ ଓ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ

ପୁରୀ : ସମଗ୍ର ଶିକ୍ଷା, ପୁରୀ ଆନୁକୂଲ୍ୟରେ ଶୁକ୍ରବାର ଗୋପ ଵ୍ଲକ୍ ପକ୍ଷରୁ ଏରଵଙ୍ଗ ନୋଡାଲ ହାଇସ୍କୁଲ ପରିସରରେ ବ୍ଲକସ୍ତରୀୟ 'ମୌଳିକ ସାକ୍ଷରତା ସଂଖ୍ୟାଜ୍ଞାନ(ଏଫ୍ଏଲ୍ଏନ୍) ହବ୍' ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଵ୍କକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀର ଆୟୋଜନ କରାଯିଵା ସହିତ…

କୋଣାର୍କ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

କୋଣାର୍କ : ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପୂର୍ବାହ୍ନରେ କୋଣାର୍କ ପ୍ରାଥମିକ ଚିକିତ୍ସା କେନ୍ଦ୍ରର ପରିସରରେ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ବାସ୍ଥ୍ୟ ସଚେତନତା ଶିବିରରେ କୋଣାର୍କ…

ରେଡ଼ିଓ ନମସ୍କାରର ୧୩ତମ ପ୍ରତିଷ୍ଠା ଦିବସ ପାଳିତ

କୋଣାର୍କ :  ଓଡ଼ିଶାର ପ୍ରଥମ ଗୋଷ୍ଠି ବେତାର କେନ୍ଦ୍ର ରେଡିଓ ନମସ୍କାର ରବିବାର ଅପରାହ୍ନରେ ତା'ର ୧୩ ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ସୂଚନା ଯୋଗ୍ୟ ୨୦୧୦ମସିହା ଫେବୃଆରୀ ୧୨ ତାରିଖ ରେ ରେଡିଓ ନମସ୍କାର ତାର ପ୍ରସାରଣ ଆରମ୍ଭ କରିଥିଲା, ଦେଖୁ ଦେଖୁ ସେ ଆଜି ୧୩ ବର୍ଷ ରେ ପଦାର୍ପଣ…

ମହିଳା ସଶକ୍ତିକରଣ ପାଇଁ ଆଇନ୍ ସହାୟତା ତାଲିମ୍

ଢେଙ୍କାନାଳ : ଢେଙ୍କାନାଳ ଶ୍ୟମାଚରଣପୁରସ୍ଥିତ ସେୟାର ତାଲିମ୍ ଗୃହଠାରେ ୟୁଏସ୍ କନ୍ସୁଲେଟ ଜେନେରାଲ ଏବଂ ସାମାଜିକ ସଂଗଠନ ସ୍ୱାତି ପକ୍ଷରୁ ଏକ ଦୁଇଦିନିଆ ମହିଳା ସଶକ୍ତିକରଣ ପାଇଁ ଆଇନ୍ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତାଲିମ୍ ଶିବିରକୁ ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ…