Take a fresh look at your lifestyle.
Browsing Category

ରାଜ୍ୟ ଖବର

ଏନସିଇଆରଟିର ୬୩ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ଜାତୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି)ର ୬୩ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଏନସିଇଆରଟିକୁ ନୂଆ ଉଚ୍ଚତାକୁ ନେବା ଦିଗରେ ଏକ ବଡ…

ଆନ୍ଧ୍ରପ୍ରଦେଶରେ ‘କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ’ର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶା ସମେତ ଆନ୍ଧ୍ର ଓ ଛତିଶଗଡ଼ର ଜନଜାତି ସମାଜର ସାମଗ୍ରିକ ବିକାଶ ହେବ- ଧର୍ମେନ୍ଦ୍ର ପ୍ରଧାନ • ପ୍ରଧାନମନ୍ତ୍ରୀଙ୍କ ଜନଜାତି କଲ୍ୟାଣକୁ ବାସ୍ତବ ରୂପ ଦେବା ଦିଗରେ ଅନ୍ୟତମ ପଦକ୍ଷେପ, ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ • ୮୦୦ କୋଟି ଟଙ୍କା ବ୍ୟୟରେ ୫୦୦ ଏକର ପରିମିତ ଜମିରେ ଏହି…

ଆପ୍ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଛଅ ଦଫା ଦାବିପତ୍ର

ଢେଙ୍କାନାଳ : ଆମ୍ ଆଦମୀ ପାର୍ଟି ହିନେ୍ଦାଳ ନିର୍ବାଚନ ମଣ୍ଡଳୀରେ ସ୍ଥାନୀୟ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଛଅ ଦଫା ସମ୍ବଳିତ ଏକ ଦାବିପତ୍ର ଉପଜିଲାପାଳଙ୍କ ଜରିଆରେ ପ୍ରଦାନ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସଭାପତି ନିଶିକାନ୍ତ…

ରାଜ୍ୟ ୫ ସଚିବଙ୍କୁ ସତ୍ୟବାଦୀ ସଭାରେ କାଳୀମାଡ।

ପୁରୀ : ରାଜ୍ୟ ୫ ସଚିବଙ୍କୁ ସତ୍ୟବାଦୀ ସଭାରେ କାଳୀମାଡ। ଜଣେ ଯୁବକଙ୍କୁ ଉଠାଇ ନେଲା ପୋଲିସ। ଲୋକଙ୍କ ଠାରୁ ପଣ୍ଡିଆନ ଦାବି ପତ୍ର ଗ୍ରହଣ କରୁଥିବା ବେଳେ ଜଣେ ଯୁବକ ତାଙ୍କ ମୁହଁକୁ କାଳୀ ଫିଙ୍ଗିଥିଲେ। ୫ ଟି ସଚିବ ଏବଂ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ମୁହଁ ସମେତ ଦେହରେ କାଳୀ ପଡ଼ିଛି।କାଳିମାଡ…

ଦାବୀ ପୂରଣ ଲାଗି ଆନେ୍ଦାଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ଫେଡେରେସନ୍

ଢେଙ୍କାନାଳ : ତିନିଦଫା ଦାବୀପୂରଣ ନହେଲେ ଚଳିତ ମାସ ୧୬ ତାରିଖ ଠାରୁ ରାଜ୍ୟରେ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀମାନେ ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକସଂଘ ନେତୃତ୍ୱରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନ୍ର ସଭାପତି ରମଣୀ ରଞ୍ଜନ ତ୍ରିପାଠୀ,…

ପୁରୀ ସ୍ୱର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪୦୦୦ଟଙ୍କା କୁ ବୃଦ୍ଧି

ପୁରୀ : ପୁରୀ ସ୍ଵର୍ଗଦ୍ଵାର କୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷ ମାନଙ୍କୁ ଶୋଷଣ ମୁକ୍ତ ଓ ବାଧା ରହିତ ବ୍ୟବସ୍ଥା ଦେବା ପାଇଁ ସ୍ଵର୍ଗଦ୍ଵାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି।ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର…

ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଅରବିନ୍ଦ, ବିଜୟାନନ୍ଦ ଙ୍କ କୃତୀତ୍ୱ

ଢେଙ୍କାନାଳ : ସୋମବାର ପ୍ରକାଶିତ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଢେଙ୍କାନାଳ ସଦର ବ୍ଲକ୍ ଅନ୍ତର୍ଗତ ବଣସିଂହ ପଞ୍ଚାୟତ ଶଙ୍କରପୁର ଗ୍ରାମର ଅରବିନ୍ଦ ହାତୀ ଏବଂ ବିଜୟାନନ୍ଦ ମଲ୍ଲିକଙ୍କ  ସଫଳତା ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଅରବିନ୍ଦ ୩୭୮ ଓ ବିଜୟାନନ୍ଦ ୩୯୦…

ନାଲକୋ ର ମେକାନାଇଜଡ୍ସୋଇନଗଟର ବଜାର ପ୍ରବେଶ

ଭୁବନେଶ୍ଵର:ନବରତ୍ନଉଦ୍ୟୋଗନ୍ୟାସନାଲଆଲୁମିନିୟମ୍କମ୍ପାନୀଲିମିଟେଡ଼(ନାଲକୋ) ଏହାର ପ୍ରଡକ୍ଟ ପୋର୍ଟଫୋଲିଓ କୁ ଅଧିକ ମଜବୁତଓ ସୁବିସ୍ତୃତ କରିବା ଜାରି ରଖିଅଛି। ଅତୀତରେ“ସ୍ୱତନ୍ତ୍ରଗୁଣଯୁକ୍ତମେକାନାଇଜଡ୍ସୋଇନଗଟର”ସଫଳପରୀକ୍ଷଣପରେ, କମ୍ପାନୀ ଘରୋଇ ନାଲକୋ ର ଅନଗୁଳ ସ୍ଥିତ ସ୍ମେଲ୍ଟର…

ବିକାଶର ମାପଦଣ୍ଡରେ ଓଡିଶାର ପଞ୍ଚାୟତିରାଜ ସଂସ୍ଥାମାନେ ଦେଶର ପଥ ପ୍ରଦର୍ଶକ ହୋଇଛନ୍ତି ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର : ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଆଜି ଲୋକସେବା ଭବନର କନ୍‌ଭେସନ୍ ହଲ୍ ଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଏହି…

ବିଶ୍ଵ ଐତିହ୍ୟ ସୂର୍ଯ୍ୟ ମନ୍ଦିରରେ ମନ କୀ ବାତ କାର୍ଯ୍ୟକ୍ରମ

କୋଣାର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କୀ ବାତ ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ମନ କୀ ବାତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ମନ କୀ ବାତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ,…