Browsing Category
ପ୍ରମୁଖ ଖବର
ହିନ୍ଦୋଳ ବନାଞ୍ଚଳ ରେ ଦୁଇ ଶିକାରୀ ଗିରଫ
ହିନ୍ଦୋଳ: ଢେଙ୍କାନାଳ ବନଖଣ୍ଡ ଅନ୍ତର୍ଗତ ହିନ୍ଦୋଳ ବନାଞ୍ଚଳରେ କର୍ମଚାରୀ ମାନେ ଦୁଇ ଜଣ ଶିକାରୀ ଗିରଫ କରିଛନ୍ତି । ଉଭୟଙ୍କ ନାମ ରେ ବନ ବିଭାଗ ଏକ ମାମଲା ରୁଜୁ କରି ଅଦାଲତ ଚାଲାଣ କରିଛି । ।
ପ୍ରକାଶ ଯେ, ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ରାସୋଳ ସେକସନର କନ୍ଧରା ସଂରକ୍ଷିତ ଜଙ୍ଗଲରେ ୮ ନମ୍ବର…
ଆଜି ନେତାଜୀ ଜୟନ୍ତୀରୁ ୩୦ ଜାନୁଆରୀ ପର୍ଯ୍ୟନ୍ତ ସାମ୍ପ୍ରଦାୟୀକ ଶକ୍ତି ବିରୋଧରେ ରାଷ୍ଟ୍ରୀୟ ଅଭିଯାନ
ଭୁବନେଶ୍ଵର : ଭାରତର ସ୍ଵାଧୀନତା ସଂଗ୍ରାମର ମୂଳମନ୍ତ୍ର ଥିଲା ସର୍ବ ଧର୍ମ ସମଭାବ । ହିନ୍ଦୁ, ମୁସଲମାନ, ଖ୍ରୀଷ୍ଟିୟାନ, ବୌଦ୍ଧ, ଜୈନ, ଶିଖ ଆଦି ଧର୍ମାବଲମ୍ବୀଙ୍କୁ ଏକତ୍ର କରି ମହାତ୍ମା ଗାନ୍ଧୀଙ୍କ ସଂଗ୍ରାମର ଫଳସ୍ଵରୂପ ଆମେ ସ୍ଵାଧୀନତାର ସ୍ଵାଦ ଚାଖିପାରିଲେ । ହେଲେ ଆଜି ରାଷ୍ଟ୍ରପିତାଙ୍କୁ…
ଗୋବିନ୍ଦପୁର ଶିବ ମନ୍ଦିର ପ୍ରାଙ୍ଗଣ ରେ ଥିବା ଚନ୍ଦନ ଗଛ ଚୋରି
ଭୁବନ : ଭୁବନ ବ୍ଲକ ମର୍ଥାପୁର ଗ୍ରାମ ପଞ୍ଚାୟତ ର ଗୋବିନ୍ଦପୁର ଗ୍ରାମ ର ଶିବ ମନ୍ଦିର ପ୍ରାଙ୍ଗଣ ରେ ଥିବା ଚନ୍ଦନ ଗଛ ଟିକୁ ଗତ କାଲି ରାତି ରେ କିଛି ଦୁର୍ବୃତ ମାନେ ଚୋରି କରି ନେଇଛନ୍ତି | ଚୋର ମାନେ ଗଛ ର ଗଣ୍ଡି କୁ ନେଇଯାଇ ଡାଳ ଛାଡି ଯାଇଛନ୍ତି |
ସ୍ଥାନିୟ ଲୋକ ଙ୍କ ର ଏଥି ରେ ହାତ…
ରାଧାଦାମୋଦରଜୀଉ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ନଢଣପୁର ଠାରେ ଶନିବାର ଠାରୁ ଆରମ୍ଭ ହୋଇଛି ରାଧାଦାମୋଦରଜୀଉ କ୍ରିକେଟ ଟୁର୍ଣ୍ଣାମେଣ୍ଟ । ଉଦଘାଟନୀ ମ୍ୟାଚକୁ ସମାଜସେବୀ ଅନିତା ବେହେରା ଏବଂ ଶ୍ରୀକାନ୍ତ ସ୍ୱାଇଁ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ ।
ପ୍ରଥମ ଦିନ ମ୍ୟାଚରେ ମଙ୍ଗଳପୁର ଏବଂ…
ସମିତି ସଭ୍ୟ ପାଇଁ ନାମାଙ୍କନ ଦାଖଲ କଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା
ହିନ୍ଦୋଳ : ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା | ହିନ୍ଦୋଳ ବିଧାନସଭା ଆସନ ରୁ ୩ ଥର ବିଧାୟିକା ତଥା ୨ ଥର ମନ୍ତ୍ରୀ ହୋଇଥିବା ଅଞ୍ଜଳି ବେହେରା ଗତକାଲି ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ଚର୍ଚ୍ଚା ଜୋର ଧରିଛି।…
୨୭ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ୮ଟି ବ୍ଲକ୍ ଥିବା ୨୭ଟି ଜିଲ୍ଲା ପରିଷଦ ଜୋନ୍ କଂଗ୍ରେସ୍ ଦଳ ତରଫରୁ ଜିଲ୍ଲା ସଭାପତି ସରୋଜ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି ।
ଓଡାପଡା ଜୋନ୍ ନଂ-୧ରୁ ବିପତି ମନୁ ନାୟକ, ଜୋନ୍-୨ରୁ ଶରତ ନନ୍ଦ, ଜୋନ୍ ୩ରୁ ସଂଗ୍ରାମ…
ଜିଲାପରିଷଦ ଆସନ ପାଇଁ ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାର ୨୭ ଜିଲ୍ଲା ପରିଷଦ ଆସନ ପାଇଁ ଶେଷ ଦିବସରେ ବିଜେଡି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିଛନ୍ତି ।
ଢେଙ୍କାନାଳ ବିଧାନସଭା…
ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ: ୭୧୬୩ ଜଣଙ୍କର ପ୍ରାର୍ଥୀପତ୍ର ଦାଖଲ
ଢେଙ୍କାନାଳ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଶେଷ ଦିବସରେ ୨୪୧୧ ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ୧୫୮୦ଜଣ ୱାର୍ଡ ମେମ୍ବର ପଦବୀ ପାଇଁ, ସରପଂଚ ପଦବୀ ପାଇଁ ୩୯୧, ସମିତି ସଭ୍ୟ ପଦବୀ ପାଇଁ ୩୫୮ ଓ ଜିଲ୍ଲା ପରିଷଦ ସଦସ୍ୟ ପଦବୀ…
ଭୁବନ ବ୍ଲକ: ଅନ୍ତିମ ଦିବସ ସୁଦ୍ଧା ୬୩୩ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ
ଭୁବନ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସକାଶେ ପ୍ରାର୍ଥୀ ପତ୍ର ଦାଖଲ ର ଆଜି ଅନ୍ତିମ ଦିବସରେ ଭୁବନ ବ୍ଲକର ସମୁଦାୟ୨୨ ଜଣ ସମିତିସଭ୍ୟ, ୨୭ ଜଣ ସରପଂଚ ଓ ୧୯୪ ଜଣ ୱାର୍ଡମେମ୍ବର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲକରିଛନ୍ତି ।
ଗତ ୧୭ ତାରିଖ ନାମାଙ୍କନ ପତ୍ର ଦାଖଲ ଦିନରୁ ଆଜି ଅନ୍ତିମ…
ଡଃ ବିଧାନ ମିଶ୍ର ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ
ଢେଙ୍କାନାଳ: ବିଶିଷ୍ଟ ସଂଗଠକ, ବାଗ୍ମୀ, ଲେଖକ, ଆଇନଜୀବି ଓ ସାହିତ୍ୟିକ ସ୍ୱର୍ଗତ ଡଃ. ବିଧାନ ଚନ୍ଦ୍ର ମିଶ୍ରଙ୍କ ପଂଚମ ଶ୍ରାଦ୍ଧବାର୍ଷିକୀ ଅବସରରେ ଦକ୍ଷିଣକାଳୀ ମାର୍ଗସ୍ଥିତ ରତ୍ନ ମଣ୍ଡପରେ ଆଜି ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା । ବିଶିଷ୍ଟ ସମବାୟବିତ୍ ତଥା ସମୀକ୍ଷକ ସୁକାନ୍ତ…