Take a fresh look at your lifestyle.
Browsing Category

ପ୍ରମୁଖ ଖବର

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭବାନୀପାଟଣା: ଆଜି ଭବାନୀପାଟଣା ସ୍ଥିତ ଲାଲ୍ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସକାଳ ଘ ୮.୩୦ମି ସମୟରେ ଜାତୀୟ ପତାକା ଉତ୍ତୋଳନ କରି ଉପସ୍ଥିତ ଜନତା ଙ୍କୁ ଉଦବୋଧନ ଦେଇଥିଲେ। ଏହି ଅବସରରେ…

ମହର୍ଷି ଦୟାନନ୍ଦ ସର୍ଭିସ ମିଶନ ପରିସର ରେ ସାଧାରଣତନ୍ତ୍ର ଦିବସ ପାଳନ

ଢେଙ୍କାନାଳ: ମହର୍ଷି ଦୟାନନ୍ଦ ସର୍ଭିସ ମିଶନ, ଢେଙ୍କାନାଳ ସାମାଜିକ ସୁରକ୍ଷା ପରିସର ଗୋବିନ୍ଦପୁର ଠାରେ 73ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଥିଲା । ମୁଖ୍ୟଅତିଥି ଭାବେ ଅନୁଷ୍ଠାନର ସମ୍ପାଦକ ଶ୍ରୀ ପ୍ରଦୀପ କୁମାର ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲ, ମୁଖ୍ୟ ବକ୍ତଭାବେ  ବିଭୂତି…

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଆଜି ବିକାଶପଥରେ ମାଡିଚାଲିଛି | ଏଥିପାଇଁ ସମସ୍ତ ଜିଲ୍ଲାବାସୀଙ୍କ ସହଯୋଗ ରହିଛି | କୋଭିଡ ମହାମାରୀ ସମୟରେ ଜିଲ୍ଲା ଅନେକ ସମସ୍ୟା ମଧ୍ୟରେ ଗତି କରିଛି | ତେବେ ଅନ୍ୟ ଜିଲ୍ଲା ତୁଳନାରେ ଢେଙ୍କାନାଳ କୋଭିଡ ପରିଚାଳନାରେ ଉତ୍ତମ ପ୍ରଦର୍ଶନ କରିଛି ବୋଲି ୭୩ତମ…

ସାଧାରଣତନ୍ତ୍ର ଦିବସ : ଲାଗିଲା ସ୍ୱାଧୀନତା ଦିବସର ତୋରଣ

ଢେଙ୍କାନାଳ : ଢେଙ୍କାନାଳ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରଶାସନ ପକ୍ଷରୁ ଲାଗିଥିବା ତୋରଣ ରେ ଗୁରୁତର ତୃଟି ଦେଖିବାକୁ ମିଳିଛି । ସାଧାରଣତନ୍ତ୍ର ଦିବସ ପାଇଁ ଲାଗିଛି ସ୍ୱାଧିନତା ଦିବସର ତୋରଣ । ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଷ୍ଟାଡିୟମକୁ ଏସ୍ପି ଅଫିସ୍ ଦେଇ ଯାଇଥିବା…

ବଞ୍ଚି ଥାଉ ଥାଉ ମୃତ୍ୟୁ : ରାସନ କାର୍ଡରୁ ବାଦ ପଡିଲେ କୁନ୍ତଳା

କାମାକ୍ଷାନଗର(ରାଜ କିଶୋର ରାଉତ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଂଚାୟତ ଜରଡ଼ା ଗ୍ରାମର କୁନ୍ତଳା ପଧାନ, ସ୍ୱାମୀ-ଗୌରାଙ୍ଗ ପଧାନ ବୟସ 90, ଗରିବ ପରିବାର ପାଇଁ ସରକାର ଖାଦ୍ୟ ସୁରକ୍ଷା ଯୋଜନାର ଚାଉଳ ମିଳୁନଥିବା ଡିଲରକୁ ପଚାରି ବୁଝିଥିଲେ ଡିଲର କହିଲେ ହିତାଧିକାରୀ…

 ଅଦ୍ଵୈତ ଗଡନାୟକ ନିର୍ମାଣ କରିବେ ସୁଭାଷ ଚନ୍ଦ୍ର ବୋଷଙ୍କ ଭବ୍ୟ ମୂର୍ତ୍ତି

ନୂଆଦିଲ୍ଲୀ  : ଦିଲ୍ଲୀର ଇଣ୍ଡିଆ ଗେଟ୍‌ରେ ମହାନ ସ୍ଵାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଭବ୍ୟ ମୂର୍ତ୍ତି ସ୍ଥାପନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ମୂର୍ତ୍ତିର ହୋଲୋଗ୍ରାମର ବିମୋଚନ କରିଛନ୍ତି । ନ୍ୟାସନାଲ ଗ୍ୟାଲେରୀ ଅଫ ମଡେର୍ଣ୍ଣ ଆର୍ଟର ମହା ନିର୍ଦ୍ଦେଶକ…

ଜରଡ଼ାରେ ହାତୀ ଉପଦ୍ରଵ

କଙ୍କଡ଼ାହାଡ଼:  ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଂଚାୟତ ଜରଡ଼ାରେ ହାତୀ ଉପଦ୍ରଵ। ଗାଁ ର ଗୁରୁବାରୀଆ ସ୍ୱାଇଁଙ୍କ ଘରେ ରାତିରେ ଘରେ ପଶି ପାଚେରୀ ଭାଙ୍ଗି କଦଳୀ ଗଛ ନଷ୍ଟ କରିଦେଇଛି। ଗାଁ ଲୋକ ସନ୍ଧ୍ୟା ହେଲେ ଭୟରେ ଘରୁ ବାହାରୁ ନାହାନ୍ତି। ଗାଁ ଲୋକ ହାତୀ ଘଉଡ଼ାଇବା…

ବୋହୁଙ୍କୁ ହତ୍ୟା ଅଭିଯୋଗ ଆଣି ଜିଲ୍ଲାପାଳଙ୍କ ଅଫିସ ସାମ୍ନାରେ ଧାରଣା ଓ ଏସପିଙ୍କ ଗାଡି ଅଟକାଇଲେ ଗ୍ରାମବାସୀ

ଢେଙ୍କାନାଳ : ଢେଙ୍କାନାଳ  ସଦର ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଗ୍ରାମରେ ଗତ ୨୦  ତାରିଖରେ ସ୍ଵାମୀ ଦିଲ୍ଲୀପ ନାୟକ ଓ ସ୍ତ୍ରୀ' ଲିସାରାଣୀ ଦେହୁରୀଙ୍କ ଗୋଟିଏ ଦିନରେ ମୃତ୍ୟୁ ଘଟଣା ରେ ଗ୍ରାମବାସୀ ମେଲି ବାନ୍ଧିଛନ୍ତି | ଲିସାରଣୀ ଙ୍କ ର ଆତ୍ମହତ୍ୟା ନୁହେଁ, ବରଂ ତାଙ୍କୁ ମାରି ଶାଶୁ ଘର ଲୋକ…

ପରିବା ମାର୍କେଟ ରୁ ମୋବାଇଲ ଲୁଟେରାଙ୍କୁ ପୋଲିସ ଜିମା ଦେଲେ ଲୋକ

ଭୁବନ : ଭୁବନ ଏନଏସି ଅନ୍ତର୍ଗତ ଡାକବଙ୍ଗଳା ସମ୍ମୁଖରେ ବସୁଥିବା ଦୈନିକ ପରିବା ମାର୍କେଟ ରେ ରୀତିମତ ମୋବାଇଲ ଚୋରୀ ହେଉଥିଲା । ମାସକ ମଧ୍ୟରେ ପ୍ରାୟ ୨୦ ରୁ ଉଦ୍ଧ୍ୱ ର୍ମୋବାଇଲ ଚୋରୀ ହୋଇଥିଲା । ଆଜି ସକାଳ ୯ ଘଟିକା ସମୟରେ ଏକକାଳୀନ ୩ ଟି ମୋବାଇଲ ଚୋରୀ ହେବା ଫଳରେ କୋକୁଆ ଭୟସୃଷ୍ଟି…

ଢେଙ୍କାନାଳ ଥିଙ୍କର୍ଷ ଫୋରମ ପକ୍ଷରୁ ନେତାଜୀ ଜୟନ୍ତୀ

ଢେଙ୍କାନାଳ : ମହାନ ବିପ୍ଲବୀ ତଥା ଭାରତ ସ୍ୱାଧୀନତା ର ଅନ୍ୟତମ ସଂଗ୍ରାମୀ, ଆଜାଦ ହିନ୍ଦ ଫୌଜ ର ପ୍ରତିଷ୍ଠାତା ଓଡିଶା ର ବରପୁତ୍ର ନେତାଜୀ ସୁବାସ ଚନ୍ଦ୍ର ବୋଷ ଙ୍କ ର 125 ତମ ଜୟନ୍ତୀ ଦିବସ ଅବସର ରେ ଢେଙ୍କାନାଳ ଥିଙ୍କର୍ଷ ଫୋରମ ର ବରିଷ୍ଠ ସଦସ୍ୟ ମାନେ ଢେଙ୍କାନାଳ ମହିଳା ମହାବିଦ୍ୟାଳୟ…