Take a fresh look at your lifestyle.
Browsing Category

ପ୍ରମୁଖ ଖବର

ମା’ ପାଟରାଣୀ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଓ ମକର ସଂକ୍ରାନ୍ତି

ଢେଙ୍କାନାଳ : ଢେଙ୍କାନାଳ ଢେଙ୍କାନାଳ ସଦର ବ୍ଲକ୍ ଅନ୍ତର୍ଗତ ଭାଟକାଟେଣୀ ଗ୍ରାମର ରୁପାବଳିଆ ପାହାଡ ପାଦଦେଶରେ ବିରାଜିତ ମା ପାଟରାଣୀ ପୀଠରେ ପ୍ରତ୍ୟେକ ବର୍ଷ ପରି ଚଳିତବର୍ଷ ମକର ସଂକ୍ରନ୍ତି ଉପଲକ୍ଷେ 26 ତମ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । କଳସଯାତ୍ରା, ଚଣ୍ଡିଯଜ୍ଞ ଓ ହୋମ…

ସଂଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକଙ୍କର ପରଲୋକ

ବାରିପଦା: ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ତଥା ଗୀତିକାର ସରୋଜ ପଟ୍ଟନାୟକଙ୍କର ୮୧ ବର୍ଷ ବୟସରେ ପରଲୋକ ଘଟିଛି। ହୃଦ୍‌ଘାତ ଯୋଗୁ ବାରିପଦା ବଡ଼ବଜାରସ୍ଥିତ ବାସଗୃହରେ ତାଙ୍କର ଦେହାନ୍ତ ହୋଇଛି। ସେ ରାଜ୍ୟ ସରକାରଙ୍କ ଅଧୀନରେ ପୂର୍ତ୍ତ ଏବଂ ଗୃହନିର୍ମାଣ ବିଭାଗରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରି…

ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଦିବସ ସମାରୋହ

ଖୋର୍ଦ୍ଧା : ସ୍ଥାନୀୟ ବିବେକାନନ୍ଦ ଇନଷ୍ଟିଚୁ୍ଟ ଅଫ ଆଡଭାନସ ଏଜୁକେସନାଲ ରିସର୍ଚ୍ଚ ଆଣ୍ଡ ଟେକ୍ନୋଲୋଜି ପରିସରରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଦିବସ ସମାରୋହ ଅନୁଷ୍ଠାନର ଅଧ୍ୟକ୍ଷ ଶିକ୍ଷାବିତ ଡ଼କ୍ଟର ଧୀରେନ୍ଦ୍ର ନନ୍ଦଙ୍କ ସଂଯୋଜନାରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ମୁଖ୍ୟ…

ନୃତ୍ୟ ଶିଳ୍ପୀ  ଗୌରୀଶଙ୍କର ଜୁନିଅର ଫେଲୋସିପ ପାଇଁ ମନୋନୀତ

ଢେଙ୍କାନାଳ: ଓଡ଼ିଶୀ ନୃତ୍ୟ ଶିଳ୍ପୀ  ଗୌରୀ ଶଙ୍କର ଦାଶ ଆଜି ଢେଙ୍କାନାଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଭାରତୀୟ ସଂସ୍କୃତି ମନ୍ତ୍ରଣାଳୟ ଦ୍ଵାରା ପରିଚାଳିତ ୨୦୧୯୨୦ ବର୍ଷ ପାଇଁ ଜୁନିଅର ଫେଲୋସିପ ପାଇବା ପାଇଁ  ମନୋନୀତ ହୋଇଛନ୍ତି। ପ୍ରତ୍ୟେକ ବର୍ଷ ସଂସ୍କୃତି କ୍ଷେତ୍ରରେ ଅତୁଳନୀୟ ଅବଦାନ…

ଶିକ୍ଷାଗତ ଯୋଗ୍ୟତା ଭିତିରେ ଅମଲାଙ୍କ ଦରମା ସମୀକରଣ କର

ଢେଙ୍କାନାଳ : ଓଡ଼ିଶା ଅମଲା ସଂଘ, ଢେଙ୍କାନାଳ ଶାଖାର ଏକ ଜରୁରୀ ବୈଠକ ଅରୁଣ କୁମାର ପଳିୟାରସିଂହଙ୍କ ସଭାପତିତ୍ୱରେ କୋଭିଡ୍ କଟକଣା ଅନୁପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟରୁ ପ୍ରତିନିଧିମାନେ ଯୋଗଦାନ କରି ଦୀର୍ଘଦିନରୁ ଦିଆଯାଇଥିବା…

ରମେଶ ବାରିକ ଶ୍ରେଷ୍ଠ ପ୍ରଯୋଜକ ଭାବେ ସମ୍ମାନିତ

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନଳ ଗ୍ରାମ ର ରମେଶ ବାରିକଙ୍କୁ  ଭୁବନେଶ୍ୱର ସହିଦ ଭବନ ପରିସରରେ ଏକ ସୁନ୍ଦର ପରିବେଶ ରେ ଚଳଚିତ୍ର ଜଗତ ର ପଇଁଚାଲିଶ ତମ ବାର୍ଷିକ ଉତ୍ସବ- 2021ମସିହା ନିମନ୍ତେ ଶ୍ରେଷ୍ଠ ପ୍ରଯୋଜକ ଭାବେ ସମ୍ମାନିତ କରାଯାଇଛି | ଚଳିତବର୍ଷ କରୋନା ସମୟ ରେ ବାରଟି…

ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ଭାପୁରରେ ରାସ୍ତାରୋକ

ଢେଙ୍କାନାଳ: ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଭାପୁର ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ଚାଷୀମାନେ ରାସ୍ତାରୋକ କରିଛନ୍ତି । ଧାନ କ୍ୱିଣ୍ଟାଲ ପିଛା ୪କେଜି କାଟିବା ଓ ଅଖା ଟଙ୍କା ଦେବାକୁ ମିଲର ମନାକରିବାରୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଏହାକୁ ନେଇ ଚାଷୀମାନେ କଟକ-ସମ୍ବଲପୁର…

କଣ୍ଟାବଣିଆ ଆଇଆଇସିଙ୍କୁ ୨୪ ଘଣ୍ଟା ମଧ୍ୟରେ କେସ ରେଜିଷ୍ଟ୍ରି କରିବାକୁ ନିର୍ଦେଶ

ଢେଙ୍କାନାଳ : ଦୁଇ ବର୍ଷ ପରେ ଅଶ୍ୱିନୀ ପଟ୍ଟନାୟକ ଙ୍କୁ ନ୍ୟାୟ ମିଳିବାକୁ ଯାଉଛି ।  କଣ୍ଟାବଣିଆ ଥାନାର ଦ୍ୱାରସ୍ଥ ହୋଇ ଅଶ୍ୱିନୀ ନ୍ୟାୟ ଭିକ୍ଷା କରିଥିଲେ ହେଁ ତତକାଳୀନ ଆଇଆଇସି ନ୍ୟାୟ ଦେବା ପରିବର୍ତ୍ତେ ଓଲଟି ତାଙ୍କୁ ମିଥ୍ୟା ମକଦ୍ଦମାରେ ଫସାଇ ଜେଲ ପଠାଇ ଦେଇଥିଲେ । ନିରୂପାୟ ଅଶ୍ୱିନୀ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଜିଲା କଂଗ୍ରେସ ର ପ୍ରସ୍ତୁତି

ଢେଙ୍କାନାଳ : ସ୍ଥାନୀୟ ଗାନ୍ଧି ମନ୍ଦିର ଠାରେ ଜିଲା ସଭାପତି ସରୋଜ ପଟ୍ଟନାୟକଙ୍କ ସଭାପତିତ୍ୱରେ ଜିଲା କଂଗ୍ରେସ୍ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପ୍ରଦେଶ କଂଗ୍ରେସ୍ କମିଟିର ଉପସଭାପତି ତଥା ଜିଲା ପ୍ରଭାରୀ ସୁରେଶ ମହାପାତ୍ର, ପ୍ରଦେଶ କଂଗ୍ରେସ୍ କମିଟିର ସମ୍ପାଦକ ବିଜୟ…