Take a fresh look at your lifestyle.
Browsing Category

ପ୍ରମୁଖ ଖବର

ତ୍ରିନ୍ନାଥ ଠାକୁରଙ୍କ ନବମ ବାର୍ଷିକ ଉତ୍ସବ ପାଳିତ

ଢେଙ୍କାନାଳ : ଢେ଼ଙ୍କାନାଳ କୌବଲ୍ୟ ବଜାର ସ୍ଥିତ ମୁନସିପାଲଟି କୃଷକ ବଜାରରେ ତ୍ରିନ୍ନାଥଙ୍କର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ତ୍ରିନ୍ନାଥ ମହାପ୍ରଭୁଙ୍କୁ ସ୍ନାନ କରାଯାଇ ନୂତନ ବସ୍ତ୍ର ପିନ୍ଧାଯିବା ସହିତ ବିଭିନ୍ନ ପ୍ରକାରର ଫୁଲ ମାଳ ରେ ସୁସଜ୍ଜିତ…

ପ୍ରଥମ ବାର୍ଷିକ ବେଗା ମହୋତ୍ସବ ଉଦଘାଟିତ

 ଗଁଦିଆ : ଢେ଼ଙ୍କାନାଳ ଜିଲ୍ଳା ଗଁଦିଆ ବ୍ଲକ ର ବେଗା ଗ୍ରାମପଞ୍ଚାୟତ  ବେଗା ଗ୍ରାମରେ ମା ତାରିଣୀ ଫ୍ରେଣ୍ଡ୍ସେ  କ୍ଳବ୍ ସହଯୋଗ ରେ ପ୍ରଥମ ବାର୍ଷିକ ବେଗା ମହୋତ୍ସବ ଉଦଘାଟନ ହୋଇଯାଇଛି |ଏହି କାର୍ଯ୍ୟକ୍ରମରେ  ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳୀ ଭୂୟାଁ , ସ୍ଥାନୀୟ ସରପଞ୍ଚ ସୁଧାଂଶୁବାଳା ସାହୁ ,…

୨୯ତମ ଖଙ୍କିରା କପ ଉଦଘାଟିତ, ଚୌଦ୍ୱାର ବିଜୟୀ

ଗଁଦିଆ : ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଅନ୍ତର୍ଗତ ଖଙ୍କିରା ମାରୁତିସ୍ପୋଟର୍ସ  ସ୍ଥାନୀୟ ଅଞ୍ଚଳବାସୀଙ୍କ ସହାୟତା କ୍ରମେ୨୯ତମ ଖଙ୍କିରା କପ କ୍ରିକେଟ ଟୁର୍ନାମେଣ୍ଟ ର ଉଦଘାଟନ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଖେଳକୁ ଭୁବନେଶ୍ଵର ଅଂଚଳର ଯୁବ ସମାଜସେବୀ ରାମକୃଷ୍ଣ ଦାସ ଉଦଘାଟନ…

ବଢ଼ିବ ବୀମା, ସାମ୍ବାଦିକଙ୍କୁ ମିଳିବ ପେନ୍‌ସନ୍‌: ମାନସ ମଙ୍ଗରାଜ

ଭୁବନେଶ୍ୱର: ରାଜ୍ୟରେ ସାମ୍ବାଦିକମାନଙ୍କ ସାମାଜିକ ନିରାପତ୍ତା ସମ୍ପର୍କିତ ପଦକ୍ଷେପକୁ ତ୍ୱରାନ୍ୱିତ କରାଯାଇ କାର୍ଯ୍ୟକାରୀ କରାଯିବ । ଏହି ପରିପ୍ରେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ସ୍ୱାସ୍ଥ୍ୟ ବୀମାରାଶିର ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷକୁ ବୃଦ୍ଧି କରାଯିବା ସହ ପେନ୍‌ସନ୍ ଓ ଅନ୍ୟାନ୍ୟ…

ଶକ୍ତି ଟିଭି ର ରାଜ୍ୟସ୍ତରୀୟ ପ୍ରଥମ ସ୍ଵନକ୍ଷତ୍ର ଉତ୍ସବ ପାଳିତ

ଭବାନୀପାଟଣା : ଭବାନୀପାଟଣା ଅମଲା ଭବନ ପୁରୁଣା ବସଷ୍ଟାଣ୍ଡଠାରେ ଓଡ଼ିଶାର ଏକ ଅଗ୍ରଣୀ ତଥା ନିର୍ଭୀକ ଓ ନିରପେକ୍ଷ ଖବର ପ୍ରସାରଣ କରୁଥବା ଶକ୍ତି ଟିଭି ର ପ୍ରଥମ ରାଜ୍ୟସ୍ତରୀୟ ସ୍ଵନକ୍ଷେତ୍ର ଉତ୍ସବ ବହୁ ଧୂମଧାମ ରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବ ଟିକଓ ଶକ୍ତି ଟିଭି ର ମୁଖ୍ୟ ସମ୍ପାଦକ…

ଆଜି ଓଡିଶା ସମ୍ବାଦିକ ୟୁନିଅନ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଭୂବନେଶ୍ୱର- ଓଡିଶାର ଅଗ୍ରଣୀ ଓ ବୃହତ୍ତସମ୍ବାଦିକ ସଂଘ ଓଡିଶା ସମ୍ବାଦିକ ୟୁନିଅନ(ଓୟୁଜେ) 50 ବର୍ଷ ଅତିକ୍ରମ କରିଛି । ଆଜି ଓୟୁଜେ ଭୁବନେଶ୍ୱର ଜୟଦେବ ଭବନରେ ସୂବର୍ଣ୍ଣ ଜୟନ୍ତୀ ପାଳନ କରିବା ପାଇଁ ପ୍ରସ୍ତୁତି ଚୁଡାନ୍ତ କରିଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ…

ସାତ୍ତ୍ୱିକ ଅନ୍ନ ଭୋଜନକୁ ଆପଣାର କଲେ ମାନବ ସୁଖ ଶାନ୍ତିରେ ରହିପାରିବ

ଢେଙ୍କାନାଳ : ଢେଙ୍କାନାଳ ସଦର  ଅନ୍ତର୍ଗତ ହରିପୁର ପ୍ରଜାପିତା ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱରେ ଶାନ୍ତି ସ୍ଥାପନ ପାଇଁ ମାନବର ସକାରାତ୍ମମ ଚିନ୍ତନ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନଗର ବନ୍ଧୁ ଉପାଧିପ୍ରାପ୍ତ…

କଳାକାର ଭତ୍ତା କୋଟା ସଂଖ୍ୟା ୪ ହଜାରକୁ ବୃଦ୍ଧି କରିବାକୁ ଦେବାଶିଷଙ୍କ ଦାବି 

ଢେଙ୍କାନାଳ :  ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲା ଦ୍ୱୟର କୋଟା ସଂଖ୍ୟା ୪ ହଜାର ଲେଖାଏଁକୁ ବୃଦ୍ଧି କରିବା ନିମନ୍ତେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି…

ତହସିଲଦାରଙ୍କ ଦବଙ୍ଗଗିରି : ଜଣେ ଦଳିତ ଦିନମଜୁରିଆ ଯୁବକକୁ କୋଣାର୍କ ଥାନାରେ ବସାଇଛନ୍ତି

କୋଣାର୍କ : କୋଣାର୍କରେ ଆଜି ଦେଖିବାକୁ ମିଳିଛି ତହସିଲଦାରଙ୍କ ଦବଙ୍ଗଗିରି । ବିଶେଷ କାରଣ ନଥାଇ ଜଣେ ଦିନମଜୁରିଆ ଦଳିତ ଯୁବକକୁ କୋଣାର୍କ ଥାନାରେ ବସାଇଛନ୍ତି ତହସିଲଦାର । କାମକରୁଥିବା ବେଳେ ପୋଲିସ ଗାଡିରେ ସମ୍ପୃକ୍ତ ଯୁବକକୁ ଜଣେ କୁଖ୍ୟାତ ଅପରାଧୀ ଭାବେ ଉଠାଇ ଆଣିଲେ ତହସିଲଦାର । ବିନା…

ଡିମ୍ପଲ ଙ୍କ ପରେ ମାଧବୀ: ନ୍ୟାୟ ପାଇଁ ସ୍ୱାମୀଙ୍କ ଘର ଆଗରେ ଧାରଣାରେ ବସିଲେ ପୁଣି ଆଉ ଜଣେ ମହିଳା

ଢେଙ୍କାନାଳ: ନ୍ୟାୟ ପାଇଁ ସ୍ୱାମୀଙ୍କ ଘର ଆଗରେ ଧାରଣାରେ ବସିଲେ ପୁଣି ଆଉ ଜଣେ ମହିଳା । ଢେଙ୍କାନାଳ ଜିଲ୍ଲା ମହ୍ଲାରସାହି ନିକଟରେ ୨୫ ବର୍ଷର ଭେଣ୍ଡିଆ ପୁଅକୁ ଧରି ସ୍ୱାମୀଙ୍କ ଘର ଆଗରେ ଧାରଣାରେ ବସିଛନ୍ତି ସ୍ତ୍ରୀ ମାଧବୀ ସୁନା। ମାଧବୀଙ୍କ ଅଭିଯୋଗ ମୁତାବକ ସେ ୧୯୯୫ ମସିହାରେ ମହିନ୍ଦ୍ର…