Browsing Category
Uncategorized
ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ, ସମସ୍ୟାର ଆସୁ ସମାଧାନ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପତ୍ର
ଗଁଦିଆ : ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଶ୍ରୀରାମ ଚନ୍ଦ୍ର ପୁରସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଛି l ଏ ସମ୍ପର୍କରେ ବ୍ଲକ ଆମ୍ ଆଦମୀ ପାର୍ଟିର ଏକ ପ୍ରତିନିଧି ମଣ୍ଡଳୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହିତ ଆଲୋଚନା କରି ପରିଦର୍ଶନ କରିଥିଲେ l ବାରମ୍ବାର…
ପାରିବାରିକ ସ୍ନେହ ଶ୍ରଦ୍ଧାର ଉଦାହରଣ ଶ୍ରୀହରି ପରିବାର
ଢେଙ୍କାନାଳ :ଢେଙ୍କାନାଳ ଜିଲା ଓଡାପଡା ବ୍ଲକ ଅନ୍ତର୍ଗତ ଇନ୍ଦିପୁର ତଳ ନୂଆସାହିରେ ଶ୍ରୀହରି କୁଟୀର ଗ୍ରାମର ବଡ ପରିବାର ଭାବରେ ପରିଚିତ । ପ୍ରତିବର୍ଷଭଳି ଚଳିତ ବର୍ଷ ମଧ୍ୟ ବଡଦିନରେ ୧୬ ବର୍ଷ ଧରି ପରିବାର ବର୍ଗ ଏକତ୍ରିତ ହୋଇ ସମାଜକୁ ପରିବାରର ସ୍ନେହ ଶ୍ରଦ୍ଧା ବିତରଣରେ ମୂଲ୍ୟବୋଧ ଜଣାଇ…
ଶକ୍ତି ଟିଭି ର ରାଜ୍ୟସ୍ତରୀୟ ପ୍ରଥମ ସ୍ଵନକ୍ଷତ୍ର ଉତ୍ସବ ପାଳିତ
ଭବାନୀପାଟଣା : ଭବାନୀପାଟଣା ଅମଲା ଭବନ ପୁରୁଣା ବସଷ୍ଟାଣ୍ଡଠାରେ ଓଡ଼ିଶାର ଏକ ଅଗ୍ରଣୀ ତଥା ନିର୍ଭୀକ ଓ ନିରପେକ୍ଷ ଖବର ପ୍ରସାରଣ କରୁଥବା ଶକ୍ତି ଟିଭି ର ପ୍ରଥମ ରାଜ୍ୟସ୍ତରୀୟ ସ୍ଵନକ୍ଷେତ୍ର ଉତ୍ସବ ବହୁ ଧୂମଧାମ ରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବ ଟିକଓ ଶକ୍ତି ଟିଭି ର ମୁଖ୍ୟ ସମ୍ପାଦକ…
କାଦୁଆ ଓ ସାରୁଆଳିରେ ନିଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର
କାମାକ୍ଷାନଗର : କାମାକ୍ଷାନଗର ବ୍ଲକ ଅନ୍ତର୍ଗତ କାଦୁଆ ଓ ସାରୁଆଳି ଗାଁରେ ଟିପିକୋଓଡିଏଲ୍ ତରଫରୁ ନିଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସ୍ୱାସ୍ଥ୍ୟସେବା ଶିବିରରେ ଡାକ୍ତର ସୌଭାଗ୍ୟ ପଣ୍ଡା, ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ନଳିନୀ ଶଙ୍କର ରଥ, ସରପଂଚ ବିବେକାନନ୍ଦ…
ଇଷ୍ଟର୍ଣ୍ଣ ହାଚେରୀ ପ୍ରୋଗ୍ରେସିଭ ଲେବର ୟୁନିୟନ ଅଧିବେଶନ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଇଷ୍ଟର୍ଣ୍ଣ ହାଚେରୀ ପ୍ରୋଗ୍ରେସିଭ ଲେବର ୟୁନିୟନ ପକ୍ଷରୁ ନୂତନ ସଭାପତି ନିର୍ବାଚନି ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ମୂଖ୍ୟ ଅତିଥି ଭାବେ AITUCର ଜାତୀୟ ସମ୍ପାଦକ ରାମକୃଷ୍ଣ ପଣ୍ଡା ଯୋଗଦେଇ ଶ୍ରମିକ ମାନଙ୍କୁ ନେଇ ସରକାରଙ୍କ ସମସ୍ତ…