ମହିଳା ମହାବିଦ୍ୟାଳୟ ରେ ଦୁଇ ଦିନିଆ ଜାତୀୟ ସେମିନାର
ଭୁବନ ୧୯.୧୧- ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଆଇ ସି ଏସ ଏସ ଆର , ନୂଆଦିଲ୍ଲୀ ଆନୁକୁଲ୍ୟରେ ଦୁଇ ଦିନିଆ ଜାତୀୟ ସେମିନାର ଉଦଘାଟିତ ହୋଇଯାଇଛି ।
ଓଡ଼ିଶା ହ୍ୟୁମାନ ରାଇଟସ୍ କମିଶନ ସଦସ୍ୟ ଅସୀମ ଅମିତାଭ ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏକବିଂଶ ଶତାବ୍ଦୀରେ ନାରୀ ଙ୍କ…