ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ଭାପୁରରେ ରାସ୍ତାରୋକ
ଢେଙ୍କାନାଳ: ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଭାପୁର ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ଚାଷୀମାନେ ରାସ୍ତାରୋକ କରିଛନ୍ତି । ଧାନ କ୍ୱିଣ୍ଟାଲ ପିଛା ୪କେଜି କାଟିବା ଓ ଅଖା ଟଙ୍କା ଦେବାକୁ ମିଲର ମନାକରିବାରୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଏହାକୁ ନେଇ ଚାଷୀମାନେ କଟକ-ସମ୍ବଲପୁର…