ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ
କାମାକ୍ଷାନଗର : ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଇଚ୍ଛାବତୀପୁର ରେ ମୋ ସ୍କୁଲ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋକୁଳ ବିହାରୀ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ସିବିଆଇ ବିଚାରପତି ଭିକାରି ଚରଣ ରାଉତ ଯୋଗଦାନ କରିଥିଲେ ।
ଶ୍ରୀ ରାଉତ…