ବଢ଼ୁଛି କରୋନା ସଂକ୍ରମଣ,ରାଜ୍ୟରେ ଆଉ ୧୮ଶହ ୯୭ ପଜିଟିଭ୍ ଚିହ୍ନଟ
ଢେଙ୍କାନାଳ : ଗତ ୨୪ଘଣ୍ଟାରେ ରାଜ୍ୟରେ ଆଉ ୧୮ଶହ ୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୧୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୭୯୧ ଜଣ ରହିଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୬୬୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୨୬୨ ଓ କଟକରୁ ୧୪୮ ଏବଂ…