ଗରୀବ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ
ଢେଙ୍କାନାଳ :ଢେଙ୍କାନାଳ ଜିଲା ଓଡାପଡା ବ୍ଲକ ଅନ୍ତର୍ଗତ ଗଦାଶିଳା ପଞ୍ଚାୟତ ସାଇଁବିରି ଗ୍ରାମଠାରେ ଉକ୍ରର୍ଷ ଫାଉଣ୍ଡେସନ ତରଫରୁ ଗରୀବ ଅସହାୟ ଲୋକମାନଙ୍କୁ କମଳ ବଣ୍ଟନ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ଓଡାପଡା ବ୍ଲକର ବିଡିଓ ଦାଶରଥି ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଫାଉଣ୍ଡେସନ…