Take a fresh look at your lifestyle.

୨୯ତମ ଖଙ୍କିରା କପ କ୍ରିକେଟ, ସୋଲାର ବିଜୟୀ

ଢେଙ୍କାନାଳ : ଗଁଦିଆ ବ୍ଲକ୍ ଅନ୍ତର୍ଗତ ଖଙ୍କିରା ଖେଳପଡ଼ିଆରେ ଆଜି ୨ୟ ଦିନର ଲିଗ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଆଜିର ଖେଳ ସାଲେପୁର କ୍ରିକେଟ କ୍ଳବ ଓ ସୋଲର କ୍ରିକେଟ କ୍ଳବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମେଟସ ଜିତି ସୋଲର କ୍ରିକେଟ କ୍ଳବ ୨୦ଓ ଭର ରେ ସମସ୍ତ ଉଇକେଟ ହରାଇ ୨୧୩ ରନ ସଂଗ୍ରହ…

ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗ(ଓବିସି) ପାଇଁ ରହିଥିବା ଆସନ ସଂରକ୍ଷଣ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରତ୍ୟାହାର

 କଟକ : ପଞ୍ଚାୟତ ନିର୍ବାଚନରେ  ପାଇଁ ରହିଥିବା ଆସନ ସଂରକ୍ଷଣ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରତ୍ୟାହାର କରାଯିବ। ଏ ନେଇ ସାନି ସଂରକ୍ଷଣ ତାଲିକା ରାଜ୍ୟସରକାର ପ୍ରସ୍ତୁତ କରିବେ। ଚୂଡ଼ାନ୍ତ ତାଲିକା ପ୍ରଦାନ ପରେ ଏ ନେଇ ସାନି ବିଜ୍ଞପ୍ତି ଜାରି କରାଯିବ। ପୂର୍ବରୁ ପ୍ରସ୍ତୁତ ତାଲିକାରେ ତ୍ରୁଟି…

ଢେଙ୍କାନାଳ ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ବାର୍ଷିକ ସାଧାରଣ ବୈଠକ: ସଭାପତି ରାଜେନ୍ଦ୍ର ଓ ସଂପାଦକ ଭାବେ ଦେବବ୍ରତ…

ଢେଙ୍କାନାଳ : ଢେଙ୍କାନାଳ ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ବାର୍ଷିକ ସାଧାରଣ ବୈଠକ ଡିସେମ୍ବର ୨୦ ତାରିଖ ସଂଧ୍ୟାରେ ସ୍ଥାନୀୟ ଆର୍.କେ. ରେଜେନ୍ସି ହୋଟେଲ୍ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଚେୟାରମ୍ୟାନ ସନ୍ତୋଷ କୁମାର ରଥଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ସମସ୍ତ ବ୍ୟବସାୟୀ…

ଷଡଙ୍ଗି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅଭିଭାବକ ଶିକ୍ଷକ ସଙ୍ଘ ବୈଠକ

ଗଁଦିଆ : ଗଁଦିଆ ବ୍ଲକ ଅନ୍ତର୍ଗତ ଷଡ଼ଙ୍ଗି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପି ଟି ଏ ବୈଠକ ବରଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସତେନ୍ଦ୍ର କୁମାର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି | ଷଡ଼ଙ୍ଗୀ କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅର୍ଜୁନ…

ତ୍ରିନ୍ନାଥ ଠାକୁରଙ୍କ ନବମ ବାର୍ଷିକ ଉତ୍ସବ ପାଳିତ

ଢେଙ୍କାନାଳ : ଢେ଼ଙ୍କାନାଳ କୌବଲ୍ୟ ବଜାର ସ୍ଥିତ ମୁନସିପାଲଟି କୃଷକ ବଜାରରେ ତ୍ରିନ୍ନାଥଙ୍କର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ତ୍ରିନ୍ନାଥ ମହାପ୍ରଭୁଙ୍କୁ ସ୍ନାନ କରାଯାଇ ନୂତନ ବସ୍ତ୍ର ପିନ୍ଧାଯିବା ସହିତ ବିଭିନ୍ନ ପ୍ରକାରର ଫୁଲ ମାଳ ରେ ସୁସଜ୍ଜିତ…

ପ୍ରଥମ ବାର୍ଷିକ ବେଗା ମହୋତ୍ସବ ଉଦଘାଟିତ

 ଗଁଦିଆ : ଢେ଼ଙ୍କାନାଳ ଜିଲ୍ଳା ଗଁଦିଆ ବ୍ଲକ ର ବେଗା ଗ୍ରାମପଞ୍ଚାୟତ  ବେଗା ଗ୍ରାମରେ ମା ତାରିଣୀ ଫ୍ରେଣ୍ଡ୍ସେ  କ୍ଳବ୍ ସହଯୋଗ ରେ ପ୍ରଥମ ବାର୍ଷିକ ବେଗା ମହୋତ୍ସବ ଉଦଘାଟନ ହୋଇଯାଇଛି |ଏହି କାର୍ଯ୍ୟକ୍ରମରେ  ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳୀ ଭୂୟାଁ , ସ୍ଥାନୀୟ ସରପଞ୍ଚ ସୁଧାଂଶୁବାଳା ସାହୁ ,…

୨୯ତମ ଖଙ୍କିରା କପ ଉଦଘାଟିତ, ଚୌଦ୍ୱାର ବିଜୟୀ

ଗଁଦିଆ : ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଅନ୍ତର୍ଗତ ଖଙ୍କିରା ମାରୁତିସ୍ପୋଟର୍ସ  ସ୍ଥାନୀୟ ଅଞ୍ଚଳବାସୀଙ୍କ ସହାୟତା କ୍ରମେ୨୯ତମ ଖଙ୍କିରା କପ କ୍ରିକେଟ ଟୁର୍ନାମେଣ୍ଟ ର ଉଦଘାଟନ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଖେଳକୁ ଭୁବନେଶ୍ଵର ଅଂଚଳର ଯୁବ ସମାଜସେବୀ ରାମକୃଷ୍ଣ ଦାସ ଉଦଘାଟନ…

ବଢ଼ିବ ବୀମା, ସାମ୍ବାଦିକଙ୍କୁ ମିଳିବ ପେନ୍‌ସନ୍‌: ମାନସ ମଙ୍ଗରାଜ

ଭୁବନେଶ୍ୱର: ରାଜ୍ୟରେ ସାମ୍ବାଦିକମାନଙ୍କ ସାମାଜିକ ନିରାପତ୍ତା ସମ୍ପର୍କିତ ପଦକ୍ଷେପକୁ ତ୍ୱରାନ୍ୱିତ କରାଯାଇ କାର୍ଯ୍ୟକାରୀ କରାଯିବ । ଏହି ପରିପ୍ରେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ସ୍ୱାସ୍ଥ୍ୟ ବୀମାରାଶିର ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷକୁ ବୃଦ୍ଧି କରାଯିବା ସହ ପେନ୍‌ସନ୍ ଓ ଅନ୍ୟାନ୍ୟ…

କେନାଲ ରକ୍ଷଣାବେକ୍ଷଣ ସଂପର୍କିତ ପ୍ରଶିକ୍ଷଣ

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ସେଚାଂଚଳ କୃଷକ ତାଲିମ କେନ୍ଦ୍ର ପରିସରରେ ଦିନିକିଆ କୃଷକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସମୁଦାୟ ୩୦ଜଣ କୃଷକ ଯୋଗଦେଇ ପ୍ରଶିକ୍ଷଣ ନେଇଥିଲେ । ୱାଲମୀର ଭୁବନ ଶାଖା ପରିଚାଳକ ପ୍ରଦ୍ୟୁମ୍ନ କୁମାର ମିଶ୍ର ସ୍ୱାଗତ ଭାଷଣ ଓ ଅକ୍ଷୟ…

ଶକ୍ତି ଟିଭି ର ରାଜ୍ୟସ୍ତରୀୟ ପ୍ରଥମ ସ୍ଵନକ୍ଷତ୍ର ଉତ୍ସବ ପାଳିତ

ଭବାନୀପାଟଣା : ଭବାନୀପାଟଣା ଅମଲା ଭବନ ପୁରୁଣା ବସଷ୍ଟାଣ୍ଡଠାରେ ଓଡ଼ିଶାର ଏକ ଅଗ୍ରଣୀ ତଥା ନିର୍ଭୀକ ଓ ନିରପେକ୍ଷ ଖବର ପ୍ରସାରଣ କରୁଥବା ଶକ୍ତି ଟିଭି ର ପ୍ରଥମ ରାଜ୍ୟସ୍ତରୀୟ ସ୍ଵନକ୍ଷେତ୍ର ଉତ୍ସବ ବହୁ ଧୂମଧାମ ରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବ ଟିକଓ ଶକ୍ତି ଟିଭି ର ମୁଖ୍ୟ ସମ୍ପାଦକ…