ସିଡିଏସ ବିପିନ ରାୱତଙ୍କ ସହିତ ଅନ୍ୟ ଯବାନଙ୍କୁ ସଚେତନ ନାଗରିକ ଫୋରମ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଢେଙ୍କାନାଳ: ସଚେତନ ନାଗରିକ ଫୋରମ ପକ୍ଷରୁ କୁନୁର ଠାରେ ସହିଦ ହୋଇଥିବା ସିଡିଏସ ବିପିନ ରାୱତଙ୍କ ସହିତ ଅନ୍ୟ ଯବାନ ମାନଙ୍କ ସମ୍ମାର୍ଥେ ଏକ ମିନିଟ ନିରବ ପ୍ରାର୍ଥନା ସହିତ ଭାବପୂର୍ଣ୍ଣ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l ଉକ୍ତ ସହିଦ ଗ୍ରୁପରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାର…