ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଙ୍କୁ “ସମ୍” ହସ୍ପିଟାଲକୁ ସ୍ଥାନାନ୍ତର
ଡୁବୁରୀ : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଙ୍କୁ ଚିକିତ୍ସା ପାଇଁ “ସମ୍” ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଗତ ୩୦ ତାରିଖରେ ଅସୁସ୍ଥ ହେବା ପରେ ତାଙ୍କୁ ପ୍ରଥମେ ଯାଜପୁର ରୋଡ ଏରିଆ ମେଡିକାଲରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା। ତେବେ ତାଙ୍କର କୋଭିଡ ପଜିଟିଭ୍ ଚିହ୍ନଟ ହେବା…