ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର : ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳେ ଉତ୍ତର-ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଏବଂ…