ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ “”ବ୍ୟାଡ୍ମିଟନ” କ୍ରୀଡା ପ୍ରତିଯୋଗିତା
ଢେଙ୍କାନାଳ : ଜିଲ୍ଲା ବ୍ୟାଡ୍ମିଟନ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଢେଙ୍କାନାଳ ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକାମାନଙ୍କର ବ୍ୟାଡ୍ମିଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାର ଉଦ୍ଘାଟନ ଉତ୍ସବ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଜ୍ୟୋତି…