ଯୋରନ୍ଦା ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ପାଳିତ
ଯୋରନ୍ଦା : ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଆଜି ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ମୂଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ମନୋଜ ମଞ୍ଜରୀ ଲେଙ୍କା ଯୋଗ ଦେଇ ପ୍ରଦ୍ୱପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ…