ଭୁବନ ଦର୍ଜି ସଂଘ ପକ୍ଷରୁ ବୁଦ୍ଧେଶ୍ୱର ରେ ବୈଠକ
ଢେଙ୍କାନାଳ : ଭୁବନ ଦର୍ଜୀ ସଂଘ ପକ୍ଷରୁ ପ୍ରସିଦ୍ଧ ଶୈବ ପୀଠ ବୁଦ୍ଧେଶ୍ଵର ମନ୍ଦିର ପ୍ରାଙ୍ଗଣ ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ଅଚ୍ୟୁତାନନ୍ଦ ପାତ୍ର (ଟୁନା) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନ ଏ ସି ବିଜେଡି ସଭାପତି ନରେନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ…