ସଦେଇବରେଣୀ କଳାକୃତି ଗ୍ରାମରେ ନୌକାବିହାର ଉଦଘାଟିତ
ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକର ସଦେଇବରେଣୀ ସ୍ଥିତ କଳାକୃତି ଗ୍ରାମରେ ଏକ ନୌକା ବିହାର ବ୍ୟବସ୍ଥାକୁ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ଉଦଘାଟନ କରିଛନ୍ତି l
ଏହି ସ୍ଥାନଟି ଢେଙ୍କାନାଳ ଜିଲ୍ଲା ପର୍ଯ୍ୟଟନ ମାନଚିତ୍ର ରେ ସ୍ୱତନ୍ତ୍ରତା ଲାଭ କରିବ ଏବଂ ତା ସହ…