୨୯ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଟ୍ରିକ ମେଧା ସମ୍ମାନ
କୋଣାର୍କ : ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର କ୍ଷେତ୍ରରେ ନିମଗ୍ନ କୋଣାର୍କ ସାହିତ୍ୟ ସଂସଦ ପକ୍ଷରୁ ସ୍ଥାନୀୟ ଯାତ୍ରୀନିଵାସଠାରେ ମାଟ୍ରିକ ମେଧା ସମ୍ମାନ -୨୦୨୩ ଆୟୋଜିତ ହୋଇଯାଇଛି। ଏଥିରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ…