ବିପଦତାରିଣୀ ବ୍ରତ ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜା
ଢେଙ୍କାନାଳ : ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମାଁ ତାରିଣୀଙ୍କ ପିଠରେ ବିପଦ ତାରିଣୀ ବ୍ରତ ଥିବାରୁ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା।
ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ ବସ୍ତ୍ର ବିଭିନ୍ନ ଫୁଲହାର ମାଙ୍କୁ ଲାଗି କରାଯାଇଥିଲା। ବିଭିନ୍ନ ପ୍ରକାରର ଭୋଗ ଲାଗି…